୧୭ ମେ’, ବୁଧବାର: ବକେୟା ଅର୍ଥ ଆଦାୟ ହେବ

ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

Rashi

Representational Image

Niharika Rout
  • Published: Wednesday, 17 May 2023
  • Updated: 17 May 2023, 07:37 AM IST

Sports

Latest News

ମେଷ: ବ୍ୟବସାୟ କ୍ଷେତ୍ର ପ୍ରସାରିତ ହେବା ଫଳରେ ଆଶାତୀତ ଲାଭ ପାଇବେ । ବନ୍ଧୁବାନ୍ଧବ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ବୃଷ: ସରକାରୀ କାର୍ଯ୍ୟରେ ସଫଳତା ମିଳିବା ସହ ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ବିଜୟଲାଭ କରିବେ । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ଅର୍ଜନ କରିବେ ।

ମିଥୁନ: ସାମାଜିକ ସ୍ତରରେ ନିଜର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବା ସହ ମାନସିକ ଶାନ୍ତି ପାଇବେ। ନିର୍ମାଣମୂଳକ ଯୋଜନାରେ ଆଗେଇ ପାରିବେ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଘଟିବା ସହ ଶତ୍ରୃ ବାଧା ଦୂରେଇ ଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଖୁସି ରହିବେ।

କୁମ୍ଭ: ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ବକେୟା ଅର୍ଥ ଆଦାୟ ହେବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ଜୀବନରେ ଶାନ୍ତି ଅନୁଭବ କରିବେ ।

ମୀନ: ଆଚାର ବ୍ୟବହାର କଥାବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ କୌଣସି ଭୁଲ୍ କାମ କରିପାରନ୍ତି । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ, ମାତ୍ର ତତ୍ପର ରହିବା ଆବଶ୍ୟକ । ଯାହାଙ୍କର ବେଶି ଉପକାର କରିଥିବେ ତାଙ୍କ ଦ୍ୱାରା ବେଶି ଆଘାତ ପାଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story