୧୭ ନଭେମ୍ୱର, ଶନିବାର: ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ

ମେଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ। ବୃଷ:  ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ। ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। କର୍କଟ:  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କ ଆଶୀର୍ବାଦ ମିଳିବ। ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବୁଝିବିଚାରି […]

Rasi-Fala

Rasi-Fala

Jyoshna Pradhan
  • Published: Saturday, 17 November 2018
  • Updated: 17 November 2018, 07:37 AM IST

ମେଷ: ବନ୍ଧୁଙ୍କ ସହ ସମୟ ବିତାଇବେ। ଉପହାର ମିଳିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟରେ ସଫଳତା ମିଳିବ।

ବୃଷ:  ଦିନଟି ଭଲରେ କଟିବ। ପଦୋନ୍ନତିର ଯୋଗ ରହିଛି। ପରିବାରରେ ହସଖୁସିର ବାତାବରଣ ରହିବ।

ମିଥୁନ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

କର୍କଟ:  ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଈଶ୍ୱରଙ୍କ ଆଶୀର୍ବାଦ ମିଳିବ।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ।  ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ତୁଳା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୌଦ୍ଧିକ ଚର୍ଚ୍ଚାରେ ସମୟ ବିତିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବିଚ୍ଛା: ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଏତେଟା ଭଲ ରହିବ ନାହିଁ।

ଧନୁ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଭାଗ୍ୟ ବୃଦ୍ଧି ହୋଇପାରେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କ୍ଷେତ୍ରରେ ଅର୍ଥ ନିବେଶ କରିପାରନ୍ତି। ସୁସ୍ଥ ରହିବେ।

କୁମ୍ଭ: ମନ ପ୍ରଫୁଲ୍ଲିତ ରହିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ ହୋଇପାରେ।

ମୀନ:ଲୋଭ କରନ୍ତୁ ନାହିଁ। ମନ ବିଚଳିତ ରହିବ। ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story