୧୭ ଅକ୍ଟୋବର, ବୁଧବାର: ନୂତନ କାର୍ଯ୍ୟ କରିବାକୁ ପ୍ରେରଣା ମିଳିବ

ମେଷ:  ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଘରେ ସଜାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଳସୁଆ ଅନୁଭବ କରିବେ।

ବୃଷ:  ନୂତନ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ଶୁଭ ଖବର ଶୁଣି ପାରନ୍ତି।

ମିଥୁନ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଯଥା ଖର୍ଚ୍ଚ କରନ୍ତୁ ନାହିଁ।

କର୍କଟ:  ଦିନଟି ଭଲରେ କଟିବ। ବ୍ୟବସାୟରେ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ବୁଲି ଯିବାକୁ ଯୋଜନା କରିପାରନ୍ତି।

ସିଂହ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ବାଧା ସୃଷ୍ଟି ହୋଇପାରେ। ଅଧିକ ପରିଶ୍ରମ କରିବେ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ସାକ୍ଷାତ କରିବେ। ମନ ପ୍ରଫୁଲ୍ଲିତ ରହିବ।

ତୁଳା:  ମନ ଫୂର୍ତ୍ତି ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବିଚ୍ଛା: କଥା ଉପରେ ସଂଯମ ରଖନ୍ତୁ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରତିଦ୍ୱଦ୍ୱୀଙ୍କୁ ପରାସ୍ତ କରିବେ।

ଧନୁ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂତ ହେବେ। ଖର୍ଚ୍ଚ ବଢ଼ିବ।

ମକର: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଯାନବାହନ କିଣି ପାରନ୍ତି।

କୁମ୍ଭ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଘରକୁ ଅତିଥି ଆସି ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ବନ୍ଧୁଙ୍କ ସହ ବୁଲିବାକୁ ଯାଇ ପାରନ୍ତି। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।