୧୮ ଡିସେମ୍ୱର, ମଙ୍ଗଳବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ। ବୃଷ: ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସିଂହ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ […]

Rasi-Fala

Jyoshna Pradhan
  • Published: Tuesday, 18 December 2018
  • , Updated: 18 December 2018, 07:46 AM IST

ମେଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାର୍ଯ୍ୟରେ ସଫଳତା ମିଳିବ। ମନ ପ୍ରଫୁଲ୍ଲିତ ରହିବ।

ବୃଷ: ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

କର୍କଟ: ବ୍ୟବସାୟରେ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ସିଂହ: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି।

କନ୍ୟା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

 ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା: ସହକର୍ମୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

 କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

 ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

 

Related story