୧୮ ଏପ୍ରିଲ, ମଙ୍ଗଳବାର: କର୍ମକ୍ଷେତ୍ରରେ ପଦୋନ୍ନତି ପାଇପାରନ୍ତି

ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ।

Rashi PhotoOR

Representational Image

Niharika Rout
  • Published: Tuesday, 18 April 2023
  • Updated: 18 April 2023, 07:44 AM IST

Sports

Latest News

ମେଷ: ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇ ଉନ୍ନତିର ମାର୍ଗ ପ୍ରଶସ୍ତ ହେବ । ପୁରାତନ ରୋଗର ଉପଶମ ହୋଇ ଶରୀର ସୁସ୍ଥ ରହିବ । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ।

ବୃଷ: ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଛାତ୍ରଛାତ୍ରୀ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । ସନ୍ତାନଙ୍କ କାର୍ଯ୍ୟରେ ଖୁସି ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବେ ।

ମିଥୁନ: ବ୍ୟବସାୟରେ ଭାଗୀଦାରମାନଙ୍କ ସହ ମତାନ୍ତର ମନାନ୍ତର କଟିଯିବ । ଆକସ୍ମିକ ଅର୍ଥ ଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତି ପାଇ ପାରନ୍ତି। ଛାତ୍ରଛାତ୍ରୀ ଶିକ୍ଷାକୁ ଉଚିତ୍ ମନେ କରି ପାଠ ପଢାରେ ମନଯୋଗ ଦେବେ ।

କର୍କଟ: ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ।

ସିଂହ: ସାହିତ୍ୟ, କଳା ଓ କ୍ରିଡା କ୍ଷେତ୍ରରେ ପ୍ରଶଂସା ମିଳିବା ସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ଯୋଗେ ଉନ୍ନତମାନର ଫଳ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ ବ୍ୟବହାର କରିବା କଷ୍ଟ ହେବ ।

କୁମ୍ଭ: କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମାନସିକ ଚିନ୍ତା ବୃଦ୍ଧି ହେବା ସହ ପୈତୃକ ସମ୍ପତ୍ତିରେ ସମସ୍ୟା ଦେଖାଦେଇପାରେ । ସତର୍କତା ଅବଲମ୍ବନ ନକଲେ ମାନହାନୀ ହେବାର ସମ୍ଭାବନା ଅଛି।

ମୀନ: ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ର ଭୂଷଣ, ବାହାନାଦି ପ୍ରାପ୍ତ ହେବାର ଯୋଗ ଅଛି । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ଦିନ କଟିବ। ଛାତ୍ରଛାତ୍ରୀ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story