୧୮ ଅଗଷ୍ଟ, ଶୁକ୍ରବାର: ଗୁପ୍ତ ଶତ୍ରୁ ଅସୁବିଧାରେ ପକାଇ ପାରନ୍ତି

ପାରିବାରିକ ସମସ୍ୟା ଦେଖାଯିବ ଏବଂ ଗୁପ୍ତଶତ୍ରୁ ଅସୁବିଧାରେ ପକାଇ ପାରନ୍ତି । ନିର୍ମାଣଧୀନ କାର୍ଯ୍ୟରେ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ ।

Rashi

Representational Image

Niharika Rout
  • Published: Friday, 18 August 2023
  • Updated: 18 August 2023, 07:46 AM IST

ମେଷ:ସନ୍ତାନମାନଙ୍କର ଯେକୌଣସି ସମସ୍ୟାକୁ ନେଇ ବାପା ମାଆ ଚିନ୍ତାରେ ରହିବେ । ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହ ମିଳନ ହେବ । ଚାକିରି କ୍ଷେତ୍ରରେ ମାନସମ୍ମାନ ମିଳିବ ଓ ଅର୍ଥ ପ୍ରାପ୍ତି ହେବ ।

ବୃଷ: ପାରିବାରିକ ସମସ୍ୟା ଦେଖାଯିବ ଏବଂ ଗୁପ୍ତଶତ୍ରୁ ଅସୁବିଧାରେ ପକାଇ ପାରନ୍ତି । ନିର୍ମାଣଧୀନ କାର୍ଯ୍ୟରେ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ । ଛାତ୍ରଛାତ୍ରୀ ଚାକିରି କ୍ଷେତ୍ରକୁ ନେଇ ଚିନ୍ତାରେ ରହିବେ ।

ମିଥୁନ: ପ୍ରତି କାର୍ଯ୍ୟରେ ବନ୍ଧୁ ସାହାଯ୍ୟ କରିବାରୁ ମନୋବଳ ଦୃଢ ହେବ ଏବଂ ନୂଆ ବ୍ୟବସାୟ ପାଇଁ ଇଚ୍ଛା ବୃଦ୍ଧି ହେବ । ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବା ସହିତ ସୁସ୍ୱାଦୁ ଭୋଜନ କରିବେ । ଗୃହ, ଯାନବାହାନ କ୍ରୟ କରିବା ପାଇଁ ମନ ବଳାଇବେ ।

କର୍କଟ: ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିପାରନ୍ତି । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହିବ।

ସିଂହ: ସାହିତ୍ୟ, କଳା ଓ କ୍ରିଡା କ୍ଷେତ୍ରରେ ପ୍ରଶଂସା ମିଳିବା ସହ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ୱପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର:ନିଜର ଲୋକଙ୍କ ସହିତ ବିରୋଧ ଭାବ ଦେଖାଯିବ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତାରେ ରହିବେ । ରାଜନୀତିରେ ଥିବା ବ୍ୟକ୍ତି ଠକାମିର ଶିକାର ହେବେ । ସେଥିପାଇଁ ସତର୍କ ରୁହନ୍ତୁ । କାମ ପାଇଁ ଅର୍ଥ ଅଭାବ ହେବାରୁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ ।

କୁମ୍ଭ: ସନ୍ତାନ ମାନଙ୍କର ଚାକିରି କ୍ଷେତ୍ରକୁ ନେଇ ଶୁଭଖବର ପ୍ରାପ୍ତି ହେବ । ବ୍ୟବସାୟରେ ଆଗ ଅପେକ୍ଷା ଆୟ ବୃଦ୍ଧି ହେବାରୁ ମନ ଖୁସି ରହିବ । ରାଜନୀତି କରୁଥିବା ବ୍ୟକ୍ତି ଲାଭ ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

ମୀନ: ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବାରୁ ମନରେ ବ୍ୟସ୍ତତା ବୃଦ୍ଧି ହେବ । ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଅଚାନକ ଅର୍ଥପ୍ରାପ୍ତି ହେବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ଶୁଭଫଳ ମିଳିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story