୧୮ ଜାନୁଆରୀ, ଶୁକ୍ରବାର: ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲ ରହିଛି। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି। ବୃଷ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦଠାରୁ ନିଜକୁ ଦୂରେଇ ରୁହନ୍ତୁ। ଯାତ୍ରା କରନ୍ତୁ ନାହିଁ । ଦୁର୍ଘଟଣା ଘଟିପାରେ। କର୍କଟ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବାର ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ସିଂହ: ଅଳସୁଆ ଲାଗିବ। କୌଣସି କାମ କରିବାକୁ […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-1-1

Tapaswini Nayak
  • Published: Friday, 18 January 2019
  • Updated: 18 January 2019, 07:39 AM IST

ମେଷ: ବୁଝିବିଚାରି ନିଷ୍ପତ୍ତି ନିଅନ୍ତୁ। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲ ରହିଛି। ଅପରାହ୍ଣ ପରେ ଚିନ୍ତିତ ରହିପାରନ୍ତି।

ବୃଷ: ସନ୍ତାନର ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଉପହାର ମିଳିପାରେ। ପେଟରେ ଯନ୍ତ୍ରଣା ଅନୁଭବ କରିବେ।

ମିଥୁନ: ଆତ୍ମବିଶ୍ୱାସ ବଢ଼ିବ। ବାଦ-ବିବାଦଠାରୁ ନିଜକୁ ଦୂରେଇ ରୁହନ୍ତୁ। ଯାତ୍ରା କରନ୍ତୁ ନାହିଁ । ଦୁର୍ଘଟଣା ଘଟିପାରେ।

କର୍କଟ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବାର ସମ୍ଭାବନା ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ସିଂହ: ଅଳସୁଆ ଲାଗିବ। କୌଣସି କାମ କରିବାକୁ ଇଚ୍ଛା ହେବ ନାହିଁ। ସୁସ୍ୱାଦୁ ଖାଦ୍ୟ ଖାଇବେ।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆୟଠାରୁ ବ୍ୟୟ ଅଧିକ ହେବ। ଗଣେଶଙ୍କୁ ପୂଜା କରନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି ବିତାଇବେ। ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ଧନୁ: ଅଟକି ରହିଥିବା କାମ ଆଜି ସଂପୂର୍ଣ୍ଣ ହେବେ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ପଡ଼ୋଶୀଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ।

ମକର: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଚାକିରି କ୍ଷେତ୍ରରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ଭାଗ୍ୟ ବୃଦ୍ଧି ହେବ।

କୁମ୍ଭ: ବିଦ୍ୟାର୍ଥୀଙ୍କ ପାଇଁ ଆଜି ଦିନଟି ବେଶ୍ ଭଲ ରହିଛି। ଚାକିରି କରୁଥିବା ଲୋକେ ପଦୋନ୍ନତି ପାଇପାରନ୍ତି। ଅଳଙ୍କାର କିଣିପାରନ୍ତି।

ମୀନ: ପିତାମାତାଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story