୧୮ ଜାନୁଆରୀ, ବୁଧବାର: ଆୟକୁ ଚାହିଁ ବ୍ୟୟ ଅଟକଳ ନ କଲେ ଲୋକହସା ହେବେ

ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ମିଳିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବା ସହ ଶତୃପକ୍ଷ ଦୁର୍ବଳ ହୋଇଯିବେ । କର୍ମସନ୍ଧାନୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  […]

Rashi

Rashi

Niharika Rout
  • Published: Wednesday, 18 January 2023
  • Updated: 18 January 2023, 07:35 AM IST

Sports

Latest News

ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ମିଳିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ ।

ବୃଷ: ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବା ସହ ଶତୃପକ୍ଷ ଦୁର୍ବଳ ହୋଇଯିବେ । କର୍ମସନ୍ଧାନୀମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।   ଧାରଣ କରନ୍ତୁ

ମିଥୁନ: ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ।

କର୍କଟ: ସହକର୍ମୀଙ୍କ ସହଯୋଗ ମନୋବଳକୁ ବଢ଼ାଇବ । ବ୍ୟବସାୟରେ ଉଚିତ ପନ୍ଥା ଗ୍ରହଣ କରି ସଫଳତା ଅର୍ଜନ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

ସିଂହ  : ବ୍ୟବସାୟରେ ଶୁଭଫଳ ମିଳିବ ଓ କର୍ମ କ୍ଷେତ୍ରରେ ମାନସମ୍ମାନ ମିଳିବ । ପାରିବାରିକ ଜୀବନରେ ଉତ୍ତମ ବୁଝାମଣା ରହିବ ଏବଂ ସନ୍ତାନମାନଙ୍କ ପାଇଁ ଖୁସି ଖବର ପ୍ରାପ୍ତି ହେବ । ବାକି ପଡିଥିବା ଅର୍ଥ ହାତକୁ ଆସିବାରୁ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ଛୋଟ କଥାକୁ ନେଇ ପଡୋଶୀଙ୍କ ସହିତ କଳହ ସୃଷ୍ଟି ହେବ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ।  ସୁସ୍ବାଦୁ ଭୋଜନ କରିବେ।

ତୁଳା: ସାମାଜିକ ପ୍ରତିଷ୍ଠା ସହ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ମହିଳାମାନେ ଚତୁରତାର ସହ କାର୍ଯ୍ୟ କରି ପ୍ରଶଂସିତ ହେବେ। ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ।

ବିଛା:  ଅଧିକାଂଶ କ୍ଷେତ୍ରରେ ବାଧାବିଘ୍ନ ଦେଖାଦେଇପାରେ, ପତ୍ନୀଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି ।ଆର୍ଥିକ ଦିଗରେ ସଫଳତା ହାସଲ କରିବେ, ବକେୟା ଦରମା ହସ୍ତଗତ ହେବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

ଧନୁ: ସନ୍ତାନ ସନ୍ତତିମାନେ ଆଜ୍ଞାଧୀନ ହେବେ। ପୂର୍ବ ସମସ୍ୟାର ସରଳ ସମାଧାନ ହୋଇଯିବ।  ବୁଝି ବିଚାରି କାର୍ଯ୍ୟ ନ କଲେ କ୍ଷତିରେ ପଡିବେ। ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ, ସତର୍କ ରୁହନ୍ତୁ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ। ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ଶତୃ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ ।

ମୀନ: ରାଜନୀତି କ୍ଷେତ୍ରରେ ସ୍ଥିତି ସୁଧୁରିଯିବା ଫଳରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ। ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ । ଶତ୍ରୁମାନଙ୍କ ଉପରେ ନଜର ନ ରଖିଲେ କ୍ଷତିରେ ପଡିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story