୧୮ ଜୁଲାଇ, ସୋମବାର: ମହିଳାମାନେ ବସ୍ତୁ, ଅଳଙ୍କାର କ୍ରୟ କରିବେ

ମେଷ : କାର୍ଯ୍ୟକ୍ଷେତ୍ରରେ ଶୁଭଫଳ ପାଇବେ । ନୂତନ ଆୟପନ୍ଥା ବା ଚାକିରି ମିଳିପାରେ। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ । ବୃଷ : ଶାରିରୀକ ଅସୁସ୍ଥତା ଯୋଗୁଁ ମନ ଅଶାନ୍ତ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ  । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ । ମିଥୁନ : କର୍ମକ୍ଷେତ୍ରରେ ଶୁଭଫଳ ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭ ହେବ। ପରିବାରରେ ସାମାନ୍ୟ କଳହ ଦେଖା ଦେଇପାରେ ଏବଂ ଶରୀରରେ ଆଘାତ ଲାଗିପାରେ । […]

RASI

RASI

Niharika Rout
  • Published: Monday, 18 July 2022
  • Updated: 18 July 2022, 07:57 AM IST

Sports

Latest News

ମେଷ : କାର୍ଯ୍ୟକ୍ଷେତ୍ରରେ ଶୁଭଫଳ ପାଇବେ । ନୂତନ ଆୟପନ୍ଥା ବା ଚାକିରି ମିଳିପାରେ। ଶାରିରୀକ ଅସୁସ୍ଥତା ଦେଖାଦେଇପାରେ ।

ବୃଷ : ଶାରିରୀକ ଅସୁସ୍ଥତା ଯୋଗୁଁ ମନ ଅଶାନ୍ତ ରହିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ  । ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇବେ ।

ମିଥୁନ : କର୍ମକ୍ଷେତ୍ରରେ ଶୁଭଫଳ ପ୍ରାପ୍ତ ହେବ। ବ୍ୟବସାୟ ବାଣିଜ୍ୟରେ ଲାଭ ହେବ। ପରିବାରରେ ସାମାନ୍ୟ କଳହ ଦେଖା ଦେଇପାରେ ଏବଂ ଶରୀରରେ ଆଘାତ ଲାଗିପାରେ ।

କର୍କଟ : କର୍ମକ୍ଷେତ୍ରରେ ଶୁଭଫଳ ପାଇବେ । ଭୂମି, ଭବନ ପ୍ରାପ୍ତିର ଯୋଗ ରହିଛି । ମହିଳାମାନେ ବସ୍ତୁ, ଅଳଙ୍କାର କ୍ରୟ କରିବାର ସୁଯୋଗ ପାଇବେ ।

ସିଂହ: ଆଜି ଅଟକି ରହିଥିବା କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ। ଅପରାହ୍ନରେ କୌଣସି ଶୁଭଖବର ପାଇ ଖୁସି ହେବେ, ପରିବାରରେ ଭାତୃ ସମ୍ପର୍କ ସୁଦୃଢ ହେବ । ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟ ପ୍ରାୟ ସମାନ ରହିବ ।

କନ୍ୟା: ଆଜି କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେଇପାରେ । ପାରିବାରିକ ଜୀବନ ସୁଖପ୍ରଦ ହେବ । ଜୀବନସାଥୀର ସାହାଯ୍ୟ ସହଯୋଗ ପାଇ ମନୋବଳ ସୁଦୃଢ ହେବ । ଆଇନ ଅଦାଲତରେ ମାମଲାର ବିଚାର ଆପଣଙ୍କ ସପକ୍ଷରେ ଆସିବ ।

ତୁଳା: ଆଜି ମାନସିକ ଚିନ୍ତା ସହ ଶାରୀରିକ ଅସୁସ୍ଥତା ଯୋଗୁଁ ମନ ଭାରାକ୍ରାନ୍ତ ହେବ । କୌଣସି ମାଙ୍ଗଳିକ ବିଷୟରେ ଆଲୋଚନା କରି ଶେଷ ପର୍ଯ୍ୟାୟରେ ପହଞ୍ଚିବେ। ବ୍ୟବସାୟ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ।

ବିଛା: ଆଜି ବହୁଦିନର ଆଶା ଅଭିଳାଷ ପୁରଣ ହେବ । ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ମହିଳାମାନେ ଆମୋଦ ପ୍ରମୋଦରେ ଦିନଟି କାଟିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ, ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ ।

ଧନୁ: ଆଜି ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ କରିବେ ।  ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି। ଲକ୍ଷ୍ୟସ୍ଥଳରେ ପହଞ୍ଚିବା ପାଇଁ କେହି ଜଣେ ସହୃଦୟ ବ୍ୟକ୍ତି ସାହାଯ୍ୟ ସହଯୋଗ କରିବେ ।  ବିଦ୍ୟାର୍ଥୀମାନେ ପଢାପଢ଼ାରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ ।

ମକର: ଆଜି ଆପଣ ଭଲ କଥା କହିଲେ ମଧ୍ୟ ପରିବାର ସଦସ୍ୟ ତାହାକୁ ଭୁଲ୍ ବିଚାର କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଜଗି ରଖି କାମ କରିବା ଓ କହିବା ଭଲ ହେବ। ଅନ୍ୟଥା ଭୁଲ୍ ବୁଝାମଣା ସୃଷ୍ଟି ହୋଇପାରେ। ରାଜନୈତିକ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ  ।

କୁମ୍ଭ : କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ଆର୍ଥିକ ଲାଭ ଯୋଗୁଁ ମନ ଖୁସି ରହିବ।

ମୀନ : କର୍ମକ୍ଷେତ୍ରରେ ବାଦ ବିବାଦ ଦେଖାଦେବ । ବ୍ୟବସାୟରେ ବାଣିଜ୍ୟରେ ଆର୍ଥିକ ହାନୀ ଘଟିପାରେ  । ପରିବାରରେ କଳହ ମଧ୍ୟ ଦେଖାଦେଇପାରେ, ସତର୍କ ରୁହନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story