୧୮ ଜୁନ, ରବିବାର: ହରେଇଥିବା ଟଙ୍କା ଫେରିପାଇବେ

ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଶତ୍ରୁମାନେ ସାମ୍ନାକୁ ଆସିବେ ନାହିଁ। ଧନପ୍ରାପ୍ତି ହେବ।

Rashi

Representational Image

Jitendra Garnayak
  • Published: Sunday, 18 June 2023
  • Updated: 18 June 2023, 07:46 AM IST

Sports

Latest News

ମେଷ: ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖା ଦେଇପାରେ।

ବୃଷ: କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସହଯୋଗ ମିଳିବ। ମାନସିକ ସ୍ତରରେ ଶକ୍ତିଶାଳୀ ହେବେ। ଆପଣଙ୍କ ସହଯୋଗକୁ ଲୋକମାନେ ଅଣଦେଖା କରିପାରନ୍ତି, ତଥାପି ଆପଣ ଲୋକମାନଙ୍କୁ ସାହାଯ୍ୟ କରିବେ।

ମିଥୁନ: ସ୍ୱାସ୍ଥ୍ୟ ଭଲ ରହିବ। ରାଜନୀତି କ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନମାନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ମାଦକ ଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ପ୍ରଶଂସିତ ହେବେ। ବନ୍ଧୁମିଳନ ହେତୁ ମନ ଖୁସି ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ-ସମୃଦ୍ଧି ବୃଦ୍ଧି ହେବ।
ବ୍ୟବସାୟ କ୍ଷେତ୍ରରେ ଆଶା କରୁଥିବା ଲାଭ ପାଇବେ।

ସିଂହ: ସ୍ୱାସ୍ଥ୍ୟ ସମସ୍ୟା ଦୂର ହେବ। ଶତ୍ରୁମାନେ ସାମ୍ନାକୁ ଆସିବେ ନାହିଁ। ଧନପ୍ରାପ୍ତି ହେବ। ଉଚ୍ଚ ସମ୍ମାନ ପାଇବେ। ଆତ୍ମନିର୍ଭରଶୀଳ ହେବେ।

କନ୍ୟା: ବ୍ୟବସାୟରେ ଭଲ ଲାଭ ମିଳିବ। କୌଣସି ନିକଟ ସମ୍ପର୍କୀୟ ଆର୍ଥିକ ସାହାଯ୍ୟ କରିବେ। ଛାତ୍ରଛାତ୍ରୀ ସେମାନଙ୍କ ପାଠପଢ଼ାକୁ ନେଇ ଟିକେ ଚିନ୍ତିତ ରହିପାରନ୍ତି।

ତୁଳା: ବ୍ୟବସାୟକୁ ବଢ଼ାଇବାକୁ ଯୋଜନା କରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ପିଲାମାନେ ପାଠପଢ଼ାରେ ମନ ଦେବେ।

ବିଛା: ପ୍ରତିକୂଳ ପରିସ୍ଥିତି ମଧ୍ୟରେ ନିଜର ମନୋବଳକୁ ଦୃଢ଼ ରଖିପାରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ। ଗୁପ୍ତଶତ୍ରୁମାନେ ଆପଣଙ୍କ ବିରୋଧରେ ସକ୍ରିୟ ହୋଇପାରନ୍ତି।

ଧନୁ: ହରେଇଥିବା ଟଙ୍କା ଫେରିପାଇବେ। ଆର୍ଥିକ ସମସ୍ୟା ଦୂର ହେବ। ଜୀବନସାଥୀଙ୍କ ସହିତ ସମୟ ବିତାଇବାକୁ ଭଲ ସୁଯୋଗ ପାଇବେ।

ମକର: ଶତ୍ରୁମାନେ ପରାଜିତ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ନୂତନ ଚାକିରି ପାଇଁ ପ୍ରୟାସ କରୁଥିଲେ ଉତ୍ସାହଜନକ ସମାଚାର ମିଳିବ। ଛାତ୍ରଛାତ୍ରୀଙ୍କର ବିଦ୍ୟାରେ ଉନ୍ନତି ହେବା ସହ ସେମାନେ ପ୍ରଶଂସା ପାଇବେ।

କୁମ୍ଭ: ସମସ୍ତ ଦାୟିତ୍ୱ ଏକାସାଙ୍ଗରେ ନିଜ ଉପରେ ନିଅନ୍ତୁ ନାହିଁ। ଆପଣଙ୍କ ବିଚାର କ୍ଷମତାକୁ ଲୋକେ ପ୍ରଶଂସା କରିବେ। ନିଜର ନିଷ୍ପତ୍ତିକୁ ପ୍ରାଥମିକତା ଦେଲେ ଗବେଷଣା ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ।

ମୀନ: ପୁରାତନ ରୋଗରୁ ଉପଶମ ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବେ। ପାରିବାରିକ ସମସ୍ୟାର ସମାଧାନ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story