୧୮ ମାର୍ଚ୍ଚ, ଶନିବାର: ବ୍ୟବସାୟରେ ଭଲ ଲାଭ କରି ପାରିବେ

କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ ।

Rashi PhotoOR

Rashi

Niharika Rout
  • Published: Saturday, 18 March 2023
  • Updated: 18 March 2023, 07:38 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବା ସହ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ । ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।

ବୃଷ: ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ।

ମିଥୁନ: ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ । କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂର ହେବା ଫଳରେ ଆଶ୍ୱସ୍ତି ଲାଭ କରିବେ ।

କର୍କଟ: ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ତ୍ତବ୍ୟ ଠିକ୍ ଭାବରେ କରିବା ଯୋଗୁ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାକ୍ଷେତ୍ରରେ ବିଜୟୀ ହେବାସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

ସିଂହ: ସହକର୍ମୀମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟୀମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

କନ୍ୟା: କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳ କରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରି ପାରନ୍ତି।

ତୁଳା: ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟୀ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସଂପର୍କ ରହିବ ।

ବିଚ୍ଛା:ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନବୃଦ୍ଧି ଓ ସୁଖ ସମ୍ପଦ ପ୍ରାପ୍ତିହେବ। ଭାଗୀଦାରୀଙ୍କ ପାଇଁ ଭଲ ଲାଭ ପାଇ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେବାସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ ।

ଧନୁ: କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଭଲ ଲାଭ କରି ପାରିବେ। 

ମକର: କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜ୍ଜନ କରିବେ । ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଜାଗା, ଜମି, ଗୃହ, ବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।

କୁମ୍ଭ: ସାମାଜିକ କ୍ଷେତ୍ରରେ ଭାଗ ନେଇ ସରକାରୀ ସାହାଯ୍ୟ ପାଇବାକୁ ଚେଷ୍ଟା କରିବେ । ବ୍ୟବସାୟରେ ପୁରୁଣା ପ୍ରାପ୍ୟ ଆଦାୟ ହୋଇ ବହୁବିଧ ସୁଯୋଗ ଜୁଟିବ। ବାସଗୃହ ଓ ଯାନବାହନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ।

ମୀନ: ଶୁଭ ସୂଚନା ପାଇ ପାରିବାରିକ ଜୀବନ ଆନନ୍ଦମୟ ହେବ। ଉଚ୍ଚ ସମ୍ଭାବନାର ଆଶା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କର୍ମଚାରୀମାନଙ୍କ ସହଯୋଗ ଯୋଗୁ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story