୧୮ମେ’, ଗୁରୁବାର: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ

 ବ୍ୟବସାୟ ବାଣିଜ୍ୟରେ ଅକସ୍ମାତ କ୍ଷତି ହୋଇଯାଇପାରେ।

Rasi PhotoOR

Rasi

Tapaswini Nayak
  • Published: Thursday, 18 May 2023
  • Updated: 18 May 2023, 07:47 AM IST

Sports

Latest News

ମେଷ: ବ୍ୟବସାୟ ବାଣିଜ୍ୟରେ ଅତ୍ୟଧିକ ବ୍ୟୟ ହେବା ଯୋଗୁଁ ମାନସିକ ଅଶାନ୍ତି ଦେଖାଦେବ। ପରିବାରରେ ସାମାନ୍ୟ ମତଭେଦ ହୋଇପାରେ। ଯାନବାହନ ଚଳାଚଳ କଲାବେଳେ, ସତର୍କ ରୁହନ୍ତୁ।

ବୃଷ: ବ୍ୟବସାୟରେ ଉନ୍ନତି ହେବ। ପରିବାରରେ ପାରିବାରିକ ଶାନ୍ତି ପାଇବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: କର୍ମ କ୍ଷେତ୍ରରେ ସମସ୍ୟା ଉପୁଜିପାରେ। ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି। ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ରୁହନ୍ତୁ।

Also Read

କର୍କଟ: ବ୍ୟବସାୟ ବାଣିଜ୍ୟରେ ଆୟ ବ୍ୟୟ ସମାନ ହେବ। ଭୂମି ଜନିତ ସମସ୍ୟାର ସମାଧାନ ହୋଇଯିବ। ପରିବାରରେ ମତାନ୍ତର ଓ ମନାନ୍ତର ହୋଇପାରେ।

ସିଂହ: ବ୍ୟବସାୟ ବାଣିଜ୍ୟରେ ଆୟର ନୂତନ ଦିଗ ମିଳିଯିବ। ସାମାଜିକ ପଦ ପ୍ରତିଷ୍ଠା ଲାଭ କରିବେ। ଦୂରଯାତ୍ରା କରିପାରନ୍ତି।

କନ୍ୟା: ବ୍ୟବସାୟ ବାଣିଜ୍ୟରେ ଅକସ୍ମାତ କ୍ଷତି ହୋଇଯାଇପାରେ। କ୍ରୋଧ ଯୋଗୁ ଅସୁବିଧାରେ ପଡିପାରନ୍ତି। ଧାର୍ମିକ କାର୍ଯ୍ୟରେ ମନ ଦେବେ।

ତୁଳା: ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ। ନୂତନ ବ୍ୟବସାୟ ପାଇଁ ଯୋଜନା ମଧ୍ୟ କରିପାରନ୍ତି। ଶାରୀରିକ ଅସୁସ୍ଥତା ଦେଖାଦେଇପାରେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ବନ୍ଧୁମାନଙ୍କ ସହ ଦୂରସ୍ଥାନକୁ ଭ୍ରମଣରେ ଯାଇପାରନ୍ତି। ପାଖ ପଡ଼ୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। 
ଉତ୍ତମ ବୁଝାମଣା କାରଣରୁ ପାରିବାରିକ ପରିସ୍ଥିତି ଠିକ୍ ରହିବ।

କୁମ୍ଭ: କର୍ମକ୍ଷେତ୍ରରେ ମତଭେଦ ଦେଖାଦେବ। କୌଣସି ଅଘଟଣ ଘଟିପାରେ। ଘରର କୌଣସି କଥାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ଲୋକଙ୍କ ସହ ଆଲୋଚନା କଲେ ଭଲ ହେବ।

ମୀନ: ପରିବାରରେ କଳହ ସହ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବ ନାହିଁ । ଗୁପ୍ତଶତ୍ରୁ ବୃଦ୍ଧି ହେବେ। ଦୂରସ୍ଥାନକୁ ଯାତ୍ରା କଲାବେଳେ ସାବଧାନ ସହିତ ଯାଆନ୍ତୁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story