୧୮ ନଭେମ୍ବର, ଶନିବାର; ଛୋଟ କଥାକୁ ନେଇ ମତାନ୍ତର ଦେଖାଯିବ

କର୍ମକ୍ଷେତ୍ରରେ ଅପମାନ ମିଳିବାର ସମ୍ଭାବନା ରହିଛି ଏବଂ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ ।

Rashi

Representational Image

Niharika Rout
  • Published: Saturday, 18 November 2023
  • Updated: 18 November 2023, 07:45 AM IST

Sports

Latest News

ମେଷ: ନିର୍ମାଣଧୀନ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବାରୁ ମନ ଖୁସି ରହିବ। ଚାକିରି କ୍ଷେତ୍ରରେ ଶୁଭଫଳ ସହ ପଦୋନ୍ନତି ମିଳିବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

ବୃଷ :କର୍ମକ୍ଷେତ୍ରରେ ଅପମାନ ମିଳିବାର ସମ୍ଭାବନା ରହିଛି ଏବଂ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ବାଧାବିଘ୍ନ ଦେଖାଯିବାରୁ ମନ ଭଲ ରହିବ ନାହିଁ । ସନ୍ତାନମାନଙ୍କର ସ୍ୱଭାବ ଆଚରଣ ବାପାମା’ଙ୍କ ମନରେ କଷ୍ଟ ଦେବ ।

ମିଥୁନ: କର୍ମକ୍ଷେତ୍ରରେ ଖୁସି ଖବର ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ଛୋଟ କଥାକୁ ନେଇ ପାରିବାରିକ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଛାତ୍ରଛାତ୍ରୀ ପାଠପଢା ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

କର୍କଟ: ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଯାତ୍ରାରେ ଶୁଭ ଫଳ ମିଳିବ । କୌଣସି ସାଂସ୍କୃତିକ ଆନୁଷ୍ଠାନିକ କାର୍ଯ୍ୟକ୍ରମରେ ଯୋଗଦେଇ ସମ୍ମାନିତ ହେବେ ।

ସିଂହ: ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କର୍ମକ୍ଷେତ୍ରରେ ଖୁସିଖବର ମିଳିବା ସହିତ ମାନସମ୍ମାନ ପ୍ରାପ୍ତି ହେବ । ବ୍ୟବସାୟରେ ଲାଭ ମିଳିବାରୁ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ମତାନ୍ତର ଦେଖାଯିବ। 

କୁମ୍ଭ: ପରିବାରରେ ହସଖୁସିରେ ସମୟ ଅତିବାହିତ ସହ ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟରେ ଆଗ ଅପେକ୍ଷା ଆୟ ଅଧିକ ହେବାରୁ ମନ ଖୁସି ରହିବ। ରାଜନୀତି କରୁଥିବା ବ୍ୟକ୍ତି ଲାଭ ପାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ ।

ମୀନ: ନୂତନ ବ୍ୟବସାୟ କରିବା ପାଇଁ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଘରକୁ ବନ୍ଧୁଙ୍କର ଆଗମନ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ସଫଳତା ମିଳିବା ସହିତ ଅର୍ଥପ୍ରାପ୍ତି ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story