୧୮ ଅକ୍ଟୋବର, ବୁଧବାର; ଛୋଟ କଥାକୁ ନେଇ କଳହ ସୃଷ୍ଟି ହେବ

ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ଏବଂ ଅର୍ଥଲାଭ ହେବ ।

Rashi

Representational Image

Niharika Rout
  • Published: Wednesday, 18 October 2023
  • Updated: 18 October 2023, 07:51 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ବାଧାବିଘ୍ନ ଦେଖାଯିବ ଓ ସ୍ୱାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ । ବ୍ୟବସାୟରେ ବ୍ୟୟ ହେବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ ।ପରିବାରରେ ଛୋଟ କଥାକୁ ନେଇ କଳହ ସୃଷ୍ଟି ହେବ ।

ବୃଷ: ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ ଓ ସୁସ୍ୱାଦୁ ଭୋଜନ କରିବେ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ଏବଂ ଅର୍ଥଲାଭ ହେବ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ ।

ମିଥୁନ:ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ମାନସମ୍ମାନ ମିଳିବ ଓ ଅର୍ଥପ୍ରାପ୍ତି ହେବ । ଘରକୁ ବନ୍ଧୁଙ୍କର ଆଗମନ ହେବା ସହିତ ସୁସ୍ୱାଦୁ ଭୋଜନ କରିବେ । ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଏବଂ ଅଚାନକ ଅର୍ଥପ୍ରାପ୍ତି ହେବ ।

କର୍କଟ: ସନ୍ତାନ ମାନଙ୍କର ସ୍ୱଭାବ ଆଚରଣ ବାପାମା’ଙ୍କ ମନରେ କଷ୍ଟ ଦେବ । ନୂତନ ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ। କିନ୍ତୁ ଅଯଥାରେ ଅର୍ଥ ବ୍ୟୟ ହେବ॥ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ ଓ ମାନସମ୍ମାନ ପାଇବେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: ପତ୍ନୀଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି । ଆର୍ଥିକ ଦିଗରେ ସଫଳତା ହାସଲ କରିବେ । ସମସ୍ତ ଦିଗରୁ ସଫଳତା ମିଳିବ। ବକେୟା ଦରମା ହସ୍ତଗତ ହେବ, ଦେହ ମନ ସୁସ୍ଥ ରହିବ । ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : କର୍ମକ୍ଷେତ୍ରରେ ମାନସମ୍ମାନ ପ୍ରାପ୍ତି ହେବ ଓ ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ । ଛାତ୍ରଛାତ୍ରୀଙ୍କ ପାଇଁ ନୂଆ ଚାକିରିର ସୁଯୋଗ ମିଳିବାରୁ ମନ ଖୁସି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ କିନ୍ତୁ ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ ।

କୁମ୍ଭ: ସନ୍ତାନମାନଙ୍କର ସ୍ୱଭାବ ଆଚରଣ ଦେଖି ବାପାମା’ ଖୁସି ହେବେ । ନିର୍ମାଣଧୀନ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କଲେ ମଧ୍ୟ ମନରେ ଅସ୍ଥିରତା ବୃଦ୍ଧି ହେବ । ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ଓ ସୁସ୍ୱାଦୁ ଭୋଜନ କରିବେ।

 ମୀନ: ସ୍ୱାସ୍ଥ୍ୟରେ ସୁଧାର ଆସିବାରୁ ମନ ଖୁସି ରହିବ ଓ ପୂଜାପୁଜିରେ ସମୟ କାଟିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ ।ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story