୧୮ ସେପ୍ଟେମ୍ବର, ଶନିବାର: ବନ୍ଧୁଙ୍କ ସହଯୋଗ ପାଇବେ

ମେଷ: କର୍ମ ସଂସ୍ଥାନରେ ବିବାଦ ଦେଖା ଦେଇପାରେ। ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ। ବୃଷ: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ କରିବେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ମିଥୁନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଅପମାନ ପାଇପାରନ୍ତି, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହଯୋଗ ପାଇବେ। କର୍କଟ: ବ୍ୟବସାୟରେ ଆୟ ଭଲ ହେବ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ଶାନ୍ତି ପାଇବେ। ସିଂହ: ମାନ-ସମ୍ମାନ ପାଇବେ। ବ୍ୟବସାୟରେ […]

RASI

Tapaswini Nayak
  • Published: Saturday, 18 September 2021
  • , Updated: 18 September 2021, 09:51 AM IST

ମେଷ: କର୍ମ ସଂସ୍ଥାନରେ ବିବାଦ ଦେଖା ଦେଇପାରେ। ଶତ୍ରୁମାନଙ୍କ ଉପରେ ବିଜୟ ଲାଭ କରିବେ।

ବୃଷ: ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଟକି ରହିଥିବା କାର୍ଯ୍ୟ ଆଜି ସମ୍ପୂର୍ଣ୍ଣ କରିବେ। ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ।

ମିଥୁନ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଅପମାନ ପାଇପାରନ୍ତି, ସତର୍କ ରୁହନ୍ତୁ। ବନ୍ଧୁଙ୍କ ସହଯୋଗ ପାଇବେ।

କର୍କଟ: ବ୍ୟବସାୟରେ ଆୟ ଭଲ ହେବ। ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ। ପାରିବାରିକ ଶାନ୍ତି ପାଇବେ।

ସିଂହ: ମାନ-ସମ୍ମାନ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

କନ୍ୟା: କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ। ଉଚ୍ଚ ପଦାଧିକାରୀଙ୍କ ଠାରୁ ସମ୍ମାନିତ ହେବେ। ଆୟ ଅଧିକ ହେବ।

ତୁଳା:  କୌଣସି କଥାକୁ ନେଇ କଳହ ସୃଷ୍ଟି ହୋଇପାରେ। ପରିବାରର କୌଣସି ସଦସ୍ୟଙ୍କ ସହ ମନାନ୍ତର ଘଟିପାରେ।

ବିଛା: ଆଜି ଦିନଟି ଭଲରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଶାରୀରିକ ସୁସ୍ଥତା ଅନୁଭବ କରିବେ।

ଧନୁ: ଆର୍ଥିକ ଅବସ୍ଥା ସ୍ୱଚ୍ଛଳ ରହିବ। ବ୍ୟବସାୟରେ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିବେ।

ମକର: ଛାତ୍ରଛାତ୍ରୀମାନେ ପାଠପଢାରେ ମନ ଦେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବନ୍ଧୁଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି।

ମୀନ: ଆଜି ଦିନଟି ଭଲରେ କଟିବ। ବକେୟା ଅର୍ଥ ପ୍ରାପ୍ତ ହେବ। ସୁସମ୍ବାଦ ପ୍ରାପ୍ତି ହେବ।

 

Related story