୧୯ ଏପ୍ରିଲ, ଶୁକ୍ରବାର: ମନ ବିଚଳିତ ରହିବ

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ବୃଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମିଥୁନ: ଖର୍ଚ୍ଚ ବଢ଼ିବ।  ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଲି ମକଦ୍ଦମାରେ ବିଜୟୀ ହେବେ। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମନ ବିଚଳିତ ରହିବ। ସିଂହ: ମାନ-ସମ୍ମାନ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ ହସଖୁସିର ପରିବେଶ […]

astro

Jyoshna Pradhan
  • Published: Friday, 19 April 2019
  • , Updated: 19 April 2019, 07:29 AM IST

ମେଷ: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ।

ବୃଷ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ମିଥୁନ: ଖର୍ଚ୍ଚ ବଢ଼ିବ।  ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମାଲି ମକଦ୍ଦମାରେ ବିଜୟୀ ହେବେ।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମନ ବିଚଳିତ ରହିବ।

ସିଂହ: ମାନ-ସମ୍ମାନ ମିଳିବ। ଆତ୍ମବିଶ୍ୱାସ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ଋଣ ଦିଅନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ବିଚ୍ଛା: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବଲିବାକୁ ଯାଇ ପାରନ୍ତି। ଶରୀରରେ ଆଘାତ ଲାଗି ପାରେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ପରିବାରର କୌଣସି ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ।

କୁମ୍ଭ: ଚାକିରି କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ନୂତନ ବସ୍ତ୍ର କିଣିପାରନ୍ତି।

ମୀନ: ଅଳସୁଆ ଅନୁଭବ କରିବେ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଘରକୁ ଅତିଥି ଆସିପାରନ୍ତି।

Related story