୧୯ ଅଗଷ୍ଟ, ଶନିବାର: ନିଜ ଲୋକ ଅସୁବିଧାରେ ପକାଇ ପାରନ୍ତି

ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି ।

Rashi

Representational Image

Niharika Rout
  • Published: Saturday, 19 August 2023
  • Updated: 19 August 2023, 07:38 AM IST

Sports

Latest News

ମେଷ: ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବାରୁ ମନ ଖୁସି ରହିବ । ଆର୍ଥିକ ସମସ୍ୟା ଦୂର ହେବ ଏବଂ ବ୍ୟବସାୟରେ ଲାଭ ମିଳିବ । ପାରିବାରିକ ସମସ୍ୟା ପାଇଁ ମନରେ ଅସ୍ଥିରତା ବୃଦ୍ଧି ହେବ ।

ବୃଷ: ଦୂରସ୍ଥାନକୁ ଗଲାବେଳେ ସାବଧାନ ସହିତ ଯାଆନ୍ତୁ ଏବଂ ଗୁପ୍ତଶତୃଙ୍କ ଠାରୁ ଦୁରେଇ ରୁହନ୍ତୁ । ପାରିବାରିକ ସମସ୍ୟା ଲାଗିରହିବ ଓ ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । ରାଜନୀତିରେ ଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ ନାହିଁ ଓ ଅର୍ଥହାନୀ ହେବ ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ଆସିବାରୁ ମନରେ ଆତ୍ମବଳ ବୃଦ୍ଧି ହେବ ଓ ଘରକୁ ବନ୍ଧୁ ଆସିପାରନ୍ତି । ବ୍ୟବସାୟରେ ସଫଳତା ପାଇବା ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ । ସନ୍ତାନମାନଙ୍କର ପାଠପଢ଼ାରେ ଉନ୍ନତି ହେବ ଓ ଚାକିରି କ୍ଷେତ୍ରରେ ଶୁଭଫଳ ପାଇବେ।

କର୍କଟ: ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା, ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଶତ୍ରୁମାନେ ଶତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ଦୂରଯାତ୍ରା କଲେ ହଇରାଣ ହେବାକୁ ପଡିପାରେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ସ୍ୱାସ୍ଥ୍ୟଜନିତ ସମସ୍ୟା ଦେଖାଯିବ । କୌଣସି ସମସ୍ୟାକୁ ନେଇ ମନସ୍ତାପ କରିବେ । ବ୍ୟବସାୟରେ ଛୋଟ କଥାକୁ ନେଇ କାହାରି ସହିତ କଳହ ହେବ। ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ପାରିବାରିକ ସମସ୍ୟା ଦେଖାଯିବାରୁ ମନରେ ଅସ୍ଥିରତା ବୃଦ୍ଧି ହେବ। ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବ । କର୍ମକ୍ଷେତ୍ରରେ ନିଜ ଲୋକ ଅସୁବିଧାରେ ପକାଇ ପାରନ୍ତି। ସେଥିପାଇଁ ସତର୍କ ରୁହନ୍ତୁ । ନୂଆବନ୍ଧୁଙ୍କ ସହିତ ମିଳନ ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

ମୀନ: ଆମୋଦପ୍ରମୋଦରେ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ । ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ । ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ଏବଂ ଭ୍ରମଣ ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story