୧୯ ଅଗଷ୍ଟ,ରବିବାର: ଏହି ରାଶିର ଲୋକେ ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁଡ଼ ଖାଇ ଘରୁ ବାହାରନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ […]

rasheepic

rasheepic

Jitendra Garnayak
  • Published: Sunday, 19 August 2018
  • Updated: 19 August 2018, 02:28 AM IST

Sports

Latest News

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଗୁଡ଼ ଖାଇ ଘରୁ ବାହାରନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ଅଟକି ରହିଥିବା କାର୍ଯ୍ୟ ସଂପନ୍ନ ହେବ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ।

ସିଂହ: କୌଣସି ବନ୍ଧୁଙ୍କୁ ଭେଟିବାକୁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ନକାରାତ୍ମକ ଚିନ୍ତାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବୁଝିବିଚାରି କାର୍ଯ୍ୟ କରନ୍ତୁ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚ ବଢ଼ିବ। ପ୍ରିୟବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ବିଚ୍ଛା: ଦିନଟି ଭଲରେ କଟିବ। ସୁସ୍ଥ ରହିବେ। ପରିବାର ଲୋକଙ୍କ ସହ ଖୁସିରେ ସମୟ ବିତାଇବେ। ଉପହାର ମିଳିବ।

ଧନୁ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶୁଭ ଖବର ଶୁଣି ପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମକର: ଦିନଟି ଭଲରେ କଟିବ। ବ୍ୟବସାୟରେ ଭଲ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନ କଟିବ। କାର୍ଯ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ। ପରିବାର ଲୋକଙ୍କ ସହିତ ବୁଲାବୁଲି କରିବାକୁ ଯାଇପାରନ୍ତି।

ମୀନ: ଚିନ୍ତିତ ରହିବେ। ବାଦବିବାଦ ଠାରୁ ଦୂରେଇ ରୁହନ୍ତୁ। ଅଳସୁଆ ଅନୁଭବ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story