୧୯ ଡିସେମ୍ବର, ଗୁରୁବାର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି […]

ttttttttttttttttt

ttttttttttttttttt

Tapaswini Nayak
  • Published: Thursday, 19 December 2019
  • Updated: 19 December 2019, 07:24 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ଯୋଜନା କରିପାରନ୍ତି। ଘରକୁ ଅତିଥି ଆସି ପାରନ୍ତି।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଘରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଅପରାହ୍ଣ ପରେ ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିପାରନ୍ତି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅଳସୁଆ ଅନୁଭବ କରିପାରନ୍ତି।

କୁମ୍ଭ: ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବକା ଯାଇପାରନ୍ତି।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos