୧୯ ଫେବ୍ରୁଆରୀ, ଶନିବାର: ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ

ମେଷ: ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ। ବୃଷ: ସହଯୋଗ ପାଇଁ ବନ୍ଧୁ ପ୍ରତିଶ୍ରୁତି ଦେବେ। ଆୟଠୁ ବ୍ୟୟ ଅଧିକ ହେବ। ମନ ଭଲ ରହିବ। ମିଥୁନ: ଜୀବନସାଥିଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତ୍ତି କରିବେ। କର୍କଟ: କର୍ମକ୍ଷେତ୍ରରେ ଆଗକୁ ଯିବାକୁ ଯୋଜନା କରିବେ। ପାରିବାରିକ ବିବାଦର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ପାଇଁ ଚିନ୍ତା କରିବେ। […]

RASI

RASI

Tapaswini Nayak
  • Published: Saturday, 19 February 2022
  • Updated: 19 February 2022, 07:52 AM IST

Sports

Latest News

ମେଷ: ଛାତ୍ରଛାତ୍ରୀମାନେ ଚାକିରି କ୍ଷେତ୍ରରେ ସଫଳତା ପାଇବେ। ପାରିବାରିକ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ।

ବୃଷ: ସହଯୋଗ ପାଇଁ ବନ୍ଧୁ ପ୍ରତିଶ୍ରୁତି ଦେବେ। ଆୟଠୁ ବ୍ୟୟ ଅଧିକ ହେବ। ମନ ଭଲ ରହିବ।

ମିଥୁନ: ଜୀବନସାଥିଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତ୍ତି କରିବେ।

କର୍କଟ: କର୍ମକ୍ଷେତ୍ରରେ ଆଗକୁ ଯିବାକୁ ଯୋଜନା କରିବେ। ପାରିବାରିକ ବିବାଦର ସମାଧାନ ହେବ। ଛାତ୍ରଛାତ୍ରୀମାନେ ଭବିଷ୍ୟତ ପାଇଁ ଚିନ୍ତା କରିବେ।

ସିଂହ: ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ। ସନ୍ତାନମାନଙ୍କ କାର୍ଯ୍ୟ ସନ୍ତୋଷଜନକ ରହିବ।

କନ୍ୟା: କର୍ମକ୍ଷେତ୍ରରେ ଉନ୍ନତ୍ତି କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଦୂରସ୍ଥାନକୁ ଯାତ୍ରା କଲା ବେଳେ ସାବଧାନ ରୁହନ୍ତୁ।

ତୁଳା: କ୍ରୋଧ ଉପରେ ନିୟନ୍ତ୍ରଣ ରଖିଲେ କାର୍ଯ୍ୟରେ ସଫଳତା ମିଳିବ। ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁଁ ଅର୍ଥହାନୀ ହୋଇପାରେ।

ବିଛା: ବ୍ୟବସାୟରେ ବକେୟା ଅର୍ଥ ମିଳିବ। ମାଙ୍ଗଳିକ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କରିବେ।

ଧନୁ: ଖୁସିଖବର ମିଳିପାରେ। ସୁସ୍ୱାଦୁ ଭୋଜନ କରିବେ। ଚାକିରିରେ ପଦୋନ୍ନତି ମିଳିପାରେ। ବାପା-ମାଙ୍କୁ ପ୍ରଣାମ କରନ୍ତୁ।

ମକର: ଆର୍ଥିକ ଚିନ୍ତା ମନକୁ ଭାରାକ୍ରାନ୍ତ କରିବ। ଭାବିଚିନ୍ତି ଜମିବାଡି କ୍ରୟ କରନ୍ତୁ। ପରିବାରରେ ଭାତୃ କଳହ ଦେଖା ଦେଇପାରେ।

କୁମ୍ଭ: ମନ ଅଶାନ୍ତ ରହିବ। ରାଜନୀତିରେ ଥିବା ବ୍ୟକ୍ତିଙ୍କ ମାନସମ୍ମାନ ହାନି ହୋଇପାରେ।

ମୀନ: ବାକି ପଡ଼ିଥିବା ଅର୍ଥ ଆଦାୟ ହେବ। ଅପରାହ୍ଣରେ ଖୁସି ଖବର ମିଳିପାରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କୁ ତୁଳସୀ ଅର୍ପଣ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story