୧୯ ମାର୍ଚ୍ଚ, ମଙ୍ଗଳବାର: ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ

ସାମାଜିକ କାର୍ଯ୍ୟରେ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହନ ପ୍ରାପ୍ତି ହୋଇପାରେ।

Rashi

Representational Image

Niharika Rout
  • Published: Tuesday, 19 March 2024
  • Updated: 19 March 2024, 07:45 AM IST

Sports

Latest News

ମେଷ: ଚାକିରି କ୍ଷେତ୍ରରେ ଶୁଭଫଳ ସହ ପଦୋନ୍ନତି ମିଳିବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ ।ନିର୍ମାଣଧୀନ କାର୍ଯ୍ୟ ସୁରୁଖୁରୁରେ ସମାପ୍ତ ହେବାରୁ ମନ ଖୁସି ରହିବ ।

ବୃଷ : କୌଣସି କାରଣ ପାଇଁ ମନରେ ଅସ୍ଥିରତା ସହ ଅଳସୁଆପଣ ବୃଦ୍ଧି ହେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ ।ମାଙ୍ଗଳିକ କାର୍ଯ୍ୟରେ ବାଧାବିଘ୍ନ ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ହେବେ ।

ମିଥୁନ: ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ତିକ୍ତତା ଦୂରହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ ।

କର୍କଟ: ସାମାଜିକ କାର୍ଯ୍ୟରେ ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ରାଜନୀତିରେ କିଛି ନୂଆ ସୁଯୋଗ ଆସିବା ସହ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

କୁମ୍ଭ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ ପାଇବେ। ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ ସଫଳ ହେବେ ।

ମୀନ: ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ମାନ୍ୟତା ଅର୍ଜନ କରିବେ। ରାଜନୀତି କ୍ଷେତ୍ରରେ ଦୂର ଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story