୧୯ ଅକ୍ଟୋବର, ମଙ୍ଗଳବାର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ

ମେଷ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ବ୍ୟବସାୟରେ ଭଲ ଲାଭ ମିଳିବ। ବୃଷ: ବାକି ପଡ଼ିଥିବା ଅର୍ଥ ଫେରିପାଇବେ। ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟକୁ ପୂରଣ କରିବେ। ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ କଷ୍ଟ ଦେଇପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। କର୍କଟ: କର୍ମକ୍ଷେତ୍ରରେ ସାମାନ୍ୟ ପରିବର୍ତ୍ତନ ହେବ। କାହା ସହିତ ଯୁକ୍ତିତର୍କ କରନ୍ତୁ ନାହିଁ। ସାମାଜିକ ପତିଆରା ବୃଦ୍ଧି ପାଇବ। […]

RASI

RASI

Tapaswini Nayak
  • Published: Tuesday, 19 October 2021
  • Updated: 19 October 2021, 07:43 AM IST

Sports

Latest News

ମେଷ: କର୍ମକ୍ଷେତ୍ରରେ ବାଦବିବାଦ ଦେଖା ଦେଇପାରେ। ଶତ୍ରୁମାନେ ପରାଜୟ ସ୍ୱୀକାର କରିବେ। ବ୍ୟବସାୟରେ ଭଲ ଲାଭ ମିଳିବ।

ବୃଷ: ବାକି ପଡ଼ିଥିବା ଅର୍ଥ ଫେରିପାଇବେ। ବହୁଦିନରୁ ଚିନ୍ତା କରିଥିବା କାର୍ଯ୍ୟକୁ ପୂରଣ କରିବେ।

ମିଥୁନ: ପାରିବାରିକ ସମସ୍ୟାକୁ ନେଇ ମାନସିକ ଅଶାନ୍ତି ଦେଖାଦେବ। ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ କଷ୍ଟ ଦେଇପାରେ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

କର୍କଟ: କର୍ମକ୍ଷେତ୍ରରେ ସାମାନ୍ୟ ପରିବର୍ତ୍ତନ ହେବ। କାହା ସହିତ ଯୁକ୍ତିତର୍କ କରନ୍ତୁ ନାହିଁ। ସାମାଜିକ ପତିଆରା ବୃଦ୍ଧି ପାଇବ।

ସିଂହ: ସୁସ୍ୱାଦୁ ଭୋଜନ କରିବେ। ବ୍ୟବସାୟକୁ ନେଇ ନୂଆ ଯୋଜନା କରିବେ। ସବୁ ସମସ୍ୟାର ସମାଧାନ ହେବ।

କନ୍ୟା: ଆୟ ଅନୁସାରେ ବ୍ୟୟ ଅଧିକ ହେବ। ବୃତ୍ତିଗତ କାମରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ।

ତୁଳା: ରାଜନୀତି କରୁଥିବା ବ୍ୟକ୍ତି ସୁସମ୍ବାଦ ପାଇବେ। ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ଭଲ ବୁଝାମଣା ରହିବ। ପ୍ରତ୍ୟେକ କାର୍ଯ୍ୟରେ ବାଧା ଉପୁଜି ପାରେ। ଫଳରେ ମନ ଅଶାନ୍ତି ରହିବ।

ବିଛା: ପାରିବାରିକ କଳହ ଲାଗି ରହିବ। ଶରୀରରେ ଆଘାତ ଲାଗିପାରେ। ଅପରାହ୍ନରେ ଖୁସି ଖବର ମିଳିବ।

ଧନୁ: କର୍ମକ୍ଷେତ୍ରରେ ସାମାନ୍ୟ ଅଶାନ୍ତି ଦେଖାଦେବ। ମିଡିଆରେ କାର୍ଯ୍ୟରତ ଥିବା ବ୍ୟକ୍ତି ଶୁଭଫଳ ପାଇବେ।
ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ମକର: ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ସ୍ୱାସ୍ଥ୍ୟ ଭଲ ରହିବ। ପଢ଼ାପଢ଼ିରେ ମନ ଦେବେ।

କୁମ୍ଭ: ବୃତ୍ତିଗତ କାମକୁ ନେଇ ଦ୍ୱନ୍ଦ୍ୱରେ ରହିବେ। କୌଣସି କାର୍ଯ୍ୟରେ ବନ୍ଧୁ ସହଯୋଗ କରିବେ। ଦେଖିଚାହିଁ ଅର୍ଥ ଖର୍ଚ୍ଚ କରନ୍ତୁ।

ମୀନ: ଦିନଟି ଭଲରେ କଟିବ। ପାରିବାରିକ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ଥିବା ଲୋକେ ଚିନ୍ତାଗ୍ରସ୍ତ ହେବେ।

 

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos