୧୯ ସେପ୍ଟେମ୍ବର, ରବିବାର: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି

ମେଷ: ଆଜି ଦିନଟି ଭଲରେ କଟିବ। ବ୍ୟବସାୟ ବାଣିଜ୍ୟରେ ଅଧିକ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ: ପାରିବାରିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ମିଥୁନ: କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ମାନସିକ ଶାନ୍ତି ପାଇବେ। ଘରକୁ ଅତିଥି ଆସିପାରନ୍ତି। କର୍କଟ: ବ୍ୟବସାୟ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି। କର୍ମକ୍ଷେତ୍ରରେ ଭୁଲ ବୁଝାମଣା ହୋଇପାରେ। ସିଂହ: କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। […]

RASI

Tapaswini Nayak
  • Published: Sunday, 19 September 2021
  • , Updated: 19 September 2021, 07:42 AM IST

ମେଷ: ଆଜି ଦିନଟି ଭଲରେ କଟିବ। ବ୍ୟବସାୟ ବାଣିଜ୍ୟରେ ଅଧିକ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: ପାରିବାରିକ ଶାନ୍ତି ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମିଥୁନ: କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ମାନସିକ ଶାନ୍ତି ପାଇବେ। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ବ୍ୟବସାୟ ବାଣିଜ୍ୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଶତ୍ରୁମାନେ ହଇରାଣରେ ପକାଇ ପାରନ୍ତି। କର୍ମକ୍ଷେତ୍ରରେ ଭୁଲ ବୁଝାମଣା ହୋଇପାରେ।

ସିଂହ: କର୍ମକ୍ଷେତ୍ରରେ ମାନ-ସମ୍ମାନ ପାଇବେ। ମହିଳାମାନେ ସୁଖୀ ହେବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା:  ଶୁଭ ଫଳ ପାଇବେ। ବିଶିଷ୍ଟ ବ୍ୟକ୍ତିଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଘର ପାଇଁ କିଛି ଜିନିଷ କିଣି ପାରନ୍ତି।

ତୁଳା: ବ୍ୟବସାୟରେ କ୍ଷତି ହୋଇପାରେ। ବନ୍ଧୁବାନ୍ଧବଙ୍କ ସହ ଭୁଲ ବୁଝାମଣା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବିଛା: ଅଧିକ ପରିଶ୍ରମ କରିପାରନ୍ତି। ଶାରୀରିକ ଅସୁସ୍ଥତା ଦେଖା ଦେଇପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। କର୍ମକ୍ଷେତ୍ରରେ ଉନ୍ନତି ହେବ। ସନ୍ତାନମାନେ ପାଠପଢ଼ରେ ସଫଳତା ପାଇବେ।

ମକର: ଭବିଷ୍ୟତ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ପାରିବାରିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ: ବ୍ୟବସାୟ ବାଣିଜ୍ୟରେ କ୍ଷତି ହୋଇପାରେ। ମାନସିକ ଅଶାନ୍ତି ଦେଖା ଦେବ। ବ୍ୟୟ ଅଧିକ ହେବ।

 

Related story