୧୯ ସେପ୍ଟେମ୍ବର, ମଙ୍ଗଳବାର: ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନରେ ଅସ୍ଥିରତା ଦେଖାଦେବ

ମନ ମଧ୍ୟରେ ଅନେକ ପ୍ରକାର ଚିନ୍ତା ବୃଦ୍ଧି ହେବ । କିନ୍ତୁ ବନ୍ଧୁ ସମାଧାନ କରିଦେବେ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ଏବଂ ଅର୍ଥଲାଭ ହେବ ।

Rashi

Representational Image

Niharika Rout
  • Published: Tuesday, 19 September 2023
  • Updated: 19 September 2023, 07:40 AM IST

Sports

Latest News

ମେଷ: ପୂଜାପୁଜିରେ ସମୟ ଅତିବାହିତ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ । ଛତ୍ରଛାତ୍ରୀ ମାନେ ପାଠପଢ଼ାରେ ମନ ବଳାଇବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ମନରେ ଅସ୍ଥିରତା ବୃଦ୍ଧି ହେବ ।

ବୃଷ: ମନ ମଧ୍ୟରେ ଅନେକ ପ୍ରକାର ଚିନ୍ତା ବୃଦ୍ଧି ହେବ । କିନ୍ତୁ ବନ୍ଧୁ ସମାଧାନ କରିଦେବେ । ନୂତନ ବ୍ୟବସାୟ ପାଇଁ ଯୋଜନା ପ୍ରସ୍ତୁତ କରିବେ ଏବଂ ଅର୍ଥଲାଭ ହେବ । ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବାରୁ ମନ ଖୁସି ରହିବ ।

ମିଥୁନ: ବ୍ୟବସାୟ କରୁଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ ନାହିଁ ଏବଂ ଛୋଟ କଥାକୁ ନେଇ କଳହ ହେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ପ୍ରେମଭାବ ବଢିବା ସହିତ ପାରିବାରିକ ବୁଝାମଣା ଠିକ ରହିବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବ ଓ କର୍ମକ୍ଷେତ୍ରରେ କିଛି ପ୍ରତିବନ୍ଧକ ରହିବ ।

କର୍କଟ: ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ ଓ ଦୂରସ୍ଥାନକୁ ଯାତ୍ରା କରିବେ । ବ୍ୟବସାୟ ପାଇଁ ବନ୍ଧୁଙ୍କର ପରାମର୍ଶ ନେବେ ଏବଂ ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ସୁସ୍ୱାଦୁ ଭୋଜନ କରିବେ ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପୁରାତନ ରୋଗ ପ୍ରକୋପର ଉପଶମ ହୋଇ ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟାର ସମାଧାନ ହେବା ଫଳରେ ବଡ କାମ କରିବାକୁ ଇଚ୍ଛା ଜାଗ୍ରତ ହେବ। ଅଧ୍ୟୟନ, ଅଧ୍ୟାପନା ଓ ଅନୁସନ୍ଧାନ ପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ।

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର : ରାଜନୀତି କରୁଥିବା ବ୍ୟକ୍ତିଙ୍କୁ ଶୁଭଫଳ ମିଳିବ, କିନ୍ତୁ ବନ୍ଧୁଙ୍କ ସହିତ ମତଭେଦ ସୃଷ୍ଟି ହେବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ କରିବା ପାଇଁ ମନ ବଳାଇବେ ଓ ଦୂରସ୍ଥାନକୁ ଯାତ୍ରା କରିବେ। ଆଗ ଅପେକ୍ଷା ସ୍ୱାସ୍ଥ୍ୟ ଭଲ ରହିବାରୁ ମନ ଖୁସି ରହିବ। 

କୁମ୍ଭ: ସନ୍ତାନମାନଙ୍କର ସ୍ଵଭାଵ ଆଚରଣ ଦେଖି ବାପାମା ଚିନ୍ତାରେ ରହିବେ । ନିର୍ମାଣାଧୀନ କାର୍ଯ୍ୟ ପାଇଁ ବନ୍ଧୁ ସାହାଯ୍ୟ କଲେ ମଧ୍ୟ ମନରେ ଅସ୍ଥିରତା ବୃଦ୍ଧି ହେବ । ରାଜନୀତି କରୁଥିବା ବ୍ୟକ୍ତି ଶୁଭଫଳ ମିଳିବ ନାହିଁ ଏବଂ ଗୁପ୍ତଶତ୍ରୁ ବୃଦ୍ଧି ହେବେ ।

ମୀନ: ସ୍ୱାସ୍ଥ୍ୟ ସମସ୍ୟା ଦେଖାଯିବ ଏବଂ ଅଳସୁଆପଣ ବୃଦ୍ଧି ହେବ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭ ଖବର ମିଳିବ ଓ ଘରକୁ ଅତିଥିଙ୍କର ଆଗମନ ହେବ । ବ୍ୟବସାୟରେ ଲାଭ ମିଳିବାରୁ ମନ ଖୁସି ରହିବ ଏବଂ ଭ୍ରମଣ ଯୋଗ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story