୧ ନଭେମ୍ବର, ମଙ୍ଗଳବାର: ବିଶ୍ୱାସଘାତକତା କରିବେ ବନ୍ଧୁ

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ, ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରି ପାରିବେ। ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ […]

RASI

RASI

Niharika Rout
  • Published: Tuesday, 01 November 2022
  • Updated: 01 November 2022, 07:36 AM IST

Sports

Latest News

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ, ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରି ପାରିବେ।

ବୃଷ: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଆଜି ଆପଣ ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ, କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

ମିଥୁନ:   ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ, ଆର୍ଥିକ ସମସ୍ୟାର ସମାଧାନ ହେବ। ଗତକାଲିଠାରୁ ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି । ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି ।

ସିଂହ:  ବିଳମ୍ବିତ ହେଲେ ମଧ୍ୟ ସମସ୍ତ କାର୍ଯ୍ୟ ସାଧିତ ହେବ ।  ବ୍ୟବସାୟ କିମ୍ବା ପରିବହନରେ ଲାଭବାନ ହେବେ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ। ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।

କନ୍ୟା: ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ। ସାହିତ୍ୟ ଓ ସଭା ସମିତିରେ ମୁଖ୍ୟ ଭୂମିକା ଗ୍ରହଣ କରିପାରନ୍ତି।

ତୁଳା: ସାଙ୍ଗମାନଙ୍କ ସାହାଯ୍ୟରେ, ଆପଣଙ୍କର ସମସ୍ତ କାର୍ଯ୍ୟ ସହଜ ସରଳରେ ସମାପ୍ତ କରିପାରିବେ । ଜୀବନ ସାଥୀଙ୍କ ପରାମର୍ଶରେ ଜୀବନରେ ସକରାତ୍ମକ ପରିବର୍ତ୍ତନ ଆସିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ ।

ବିଚ୍ଛା: ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସା ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ ।

ଧନୁ: ସାଙ୍ଗ ସାଥିମାନେ ସାହାଯ୍ୟ କରିବା ଫଳରେ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖଶାନ୍ତି ବର୍ଦ୍ଧିତ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବା ହେତୁ ସବୁ ସ୍ଥାନରେ ଭଲ ପ୍ରଦର୍ଶନ କରିପାରିବେ ।

ମକର: ସାହସର ସହିତ ପରିସ୍ଥିତିକୁ ସାମ୍ନା କରିପାରିବେ ଓ ସହକର୍ମୀଙ୍କଠାରୁ ପ୍ରଶଂସାବାଣୀ ଶୁଣିବାକୁ ପାଇବେ । ଅନ୍ୟମାନଙ୍କ ପରାମର୍ଶ ଅପେକ୍ଷା ନିଜ ନିଷ୍ପତ୍ତି ଉପରେ ଅଧିକ ପ୍ରାଧାନ୍ୟ ଦିଅନ୍ତୁ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯାଇପାରେ ।

କୁମ୍ଭ: କାର୍ଯ୍ୟାଳୟରେ କିଛି ଦିନ ଧରି ଚାଲିଆସୁଥିବା ଚାପଗ୍ରସ୍ତ ପରିସ୍ଥିତି ସ୍ୱାଭାବିକ ହୋଇଯିବ। ବାଦବିବାଦ ଓ ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ ।

ମୀନ: ଶାରୀରିକ କଷ୍ଟ ଦୂରେଇ ଯିବା ସହ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନ ଭ୍ରମଣ କରି ବେଶ୍ ଆନନ୍ଦ ଅନୁଭବ କରିବେ ।  ଗୃହ, ଜମି ଓ ପାରିବାରିକ ସମସ୍ୟାକୁ ନେଇ ବାଦବିବାଦରେ ବିଜୟୀ ହେବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story