୧ ନଭେମ୍ବର, ବୁଧବାର; ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ

ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ। ଆଶା ଆଶଙ୍କାର ଅବସାନ ହେବ, ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ।

Rashi

Representational Image

Niharika Rout
  • Published: Wednesday, 01 November 2023
  • Updated: 01 November 2023, 07:46 AM IST

Sports

Latest News

ମେଷ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ ।

ବୃଷ: ବିଳମ୍ବରେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ । ବକେୟା ଅର୍ଥ ହସ୍ତଗତ ହେବ, ପାରିବାରିକ ଜୀବନ ସୁଖମୟ ହେବ । ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ପୂର୍ବର ବିବାଦୀୟ ଘଟଣାର ସରଳ ସମାଧାନ କରିବାରେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ। ଆଶା ଆଶଙ୍କାର ଅବସାନ ହେବ, ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ମିଳିବ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ଆପଣ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ, ଅପରାହ୍ନରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ଅବଶ୍ୟ ମିଳିବ, ବନ୍ଧୁ ଦର୍ଶନର ସୁଯୋଗ ଅଛି।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବାସହ ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସୁଖଶାନ୍ତି ବୃଦ୍ଧି ହେବାସହ କର୍ମକ୍ଷେତ୍ରରେ ଉତ୍ସାହିତ ହେବେ ।

କୁମ୍ଭ: ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବାସହ ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ମିଳିବ। ନୂଆ ଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ।

ମୀନ: ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାର୍ଥିମାନେ ଲକ୍ଷ୍ୟସ୍ଥଳରେ ପହଞ୍ଚିବେ, ଅବହେଳାଜନିତ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ । ଆୟ ବୃଦ୍ଧି ଘଟିବାରୁ ମନ ପ୍ରଫୁଲ୍ଲିତ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story