୧ ସେପ୍ଟେମ୍ବର, ଶୁକ୍ରବାର: ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ

ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ।

Rashi

Representational Image

Niharika Rout
  • Published: Friday, 01 September 2023
  • Updated: 01 September 2023, 07:45 AM IST

ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ, ସହଯୋଗ, ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ଯୋଗ୍ୟ ବିବେଚିତ ହେବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ଦୂର କରିବା ପାଇଁ ଚେଷ୍ଟା କରି ସଫଳତା ହାସଲ କରିବେ । ଛାତ୍ରଛାତ୍ରୀ ପ୍ରତିଯୋଗିତା କ୍ଷେତ୍ରରେ ସଫଳତା ହାସଲ କରିବେ, ମନ ପ୍ରଫୁଲ୍ଲିତ ରହିବ ।

ବୃଷ : ଯେତେ ପ୍ରକାରର ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ପୂର୍ବର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ । କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବ ନାହିଁ । ପରିବାରରେ ଭୁଲ୍ ବୁଝାମଣା ଯୋଗୁଁ ମନ ଭାରାକ୍ରାନ୍ତ ହେବ ।

ମିଥୁନ: ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆର୍ଥିକ ସମସ୍ୟାର ସମାଧାନ ହେବ । ଆଶା ଆଶଙ୍କା ଦୂର ହୋଇଯିବ । ଯେଉଁ ବିଷୟ ସକାଶେ ଚିନ୍ତିତ ରହିଛନ୍ତି ସେଥିରେ ଶୁଭଫଳ ପାଇବେ। ସାମ୍ବାଦିକତା, ପ୍ରଶାସନ, ରାଜନୀତି, ସାହିତ୍ୟ ଓ ସଂଗୀତରେ ସୁନାମ ଅର୍ଜନ କରିବେ।

କର୍କଟ: ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ । ବନ୍ଧୁ ଦର୍ଶନର ସୁଯୋଗ ଅଛି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ । ଅପରାହ୍ନରେ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି ।

ସିଂହ: ବ୍ୟବସାୟରେ ଶୁଭଫଳ ମିଳିବ ନାହିଁ । କାହା ସହିତ କଳହ ହୋଇପାରେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝାମଣା ରହିବ ନାହିଁ । ସନ୍ତାନ ମାନଙ୍କ ପାଇଁ ବାପାମା’ ଚିନ୍ତାରେ ରହିବେ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଯିବାରୁ ବନ୍ଧୁ ସାହାଯ୍ୟ କରିବେ ।

କନ୍ୟା: ବ୍ୟବସାୟରେ ଲାଭ ପାଇବାରୁ ଘର ପାଇଁ ନୂତନ ବସ୍ତୁ କ୍ରୟ କରିବେ। ପଡୋଶୀଙ୍କ ସହିତ ଉତ୍ତମ ବୁଝାମଣା ରହିବ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗ ଦେବେ। ସ୍ୱାମୀ ସ୍ତ୍ରୀ ମଧ୍ୟରେ ପ୍ରେମଭାବ ସୃଷ୍ଟି ହେବ। ସୁସ୍ୱାଦୁ ଭୋଜନ କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର : ଉପୁଜିଥିବା ପ୍ରତିବନ୍ଧକକୁ ବନ୍ଧୁଙ୍କ ମାଧ୍ୟମରେ ସମାଧାନ କରିବେ। ଅପରାହ୍ନରେ କୌଣସି ଶୁଭ ସମାଚାର ପାଇ ମନ ପ୍ରଫୁଲ୍ଲିତ ରହିବ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିପାରନ୍ତି । ପରୋକ୍ଷ ଶତ୍ରୃତା ଯୋଗୁ ମନ ଭଲ ରହି ନ ପାରେ। ପରିବାରରେ ସନ୍ଦେହ ଓ ଭୁଲ୍ ବୁଝାମଣା ହେତୁ ସମସ୍ୟା ଦେଖାଦେଇପାରେ।

କୁମ୍ଭ : ଭାବିଚିନ୍ତି କାର୍ଯ୍ୟ କରନ୍ତୁ । ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ। କର୍ମକ୍ଷେତ୍ରରେ ସୁବିଧା ସୁଯୋଗରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି ।

ମୀନ : ଦିନଟି ଆପଣଙ୍କ ପାଇଁ ଲାଭପ୍ରଦ ହେବ, କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ମିଳିବ । ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ବ୍ୟବସାୟ ବାଣିଜ୍ୟ ପାଇଁ ଦିନଟି ଅନୁକୂଳ ରହିବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story