୨ ଅଗଷ୍ଟ, ମଙ୍ଗଳବାର: କର୍ମକ୍ଷେତ୍ରରେ ପ୍ରଶଂସାବାଣୀ ଶୁଣିବେ

ମେଷ: ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପୁରାତନ ରୋଗରୁ ଉପଶମ ପାଇ ଶରୀର ସୁସ୍ଥ ରହିବ । ବୃଷ: ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟୀମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ। ମିଥୁନ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ।  ଧନଲାଭର ଯୋଗ ରହିଛି […]

RASI

RASI

Niharika Rout
  • Published: Tuesday, 02 August 2022
  • Updated: 02 August 2022, 07:59 AM IST

Sports

Latest News

ମେଷ: ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ ଓ ଆର୍ଥିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ। ପୁରାତନ ରୋଗରୁ ଉପଶମ ପାଇ ଶରୀର ସୁସ୍ଥ ରହିବ ।

ବୃଷ: ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇପାରନ୍ତି। କର୍ମକ୍ଷେତ୍ରରେ ପ୍ରଶଂସାବାଣୀ ଶୁଣିବେ। ବ୍ୟବସାୟୀମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ।

ମିଥୁନ: ଆଜି ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ।  ଧନଲାଭର ଯୋଗ ରହିଛି । ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।  କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେବ। ହେଲେ ନିଜ ପ୍ରତିପତ୍ତି ବିସ୍ତାର କରି ପାରିବେ। ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ।

କର୍କଟ:  ଆଜି ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଦେଖାଦେବ । ମହିଳାମାନେ ଘରେ ବାହାରେ ସବୁଠି ପ୍ରଶଂସାର ପାତ୍ର  ହେବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ ।

ସିଂହ: ଆଜି କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବେ। ଆର୍ଥିକ ଉନ୍ନତି ଘଟିବ  । ଯାହା ଫଳରେ ଭାରାକ୍ରାନ୍ତର ମନ ପ୍ରଫୁଲ୍ଲିତ ରହିବ । ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ ।

କନ୍ୟା: ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ । ମାନସିକ ଶାନ୍ତି ଅନୁଭବ କରିବେ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ମକର: ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ।

କୁମ୍ଭ: ଆଜି ପିତାମାତାଙ୍କ ଆର୍ଶୀବାଦରୁ ଆପଣଙ୍କୁ ସଫଳତା ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ।  ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ବକେୟା ପ୍ରାପ୍ୟ ପାଇଁ ବିବାଦ ହୋଇପାରେ ।

ମୀନ:  ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଆଜି ଆଧାତ୍ମିକ ଭାବନାରେ ସମୟ କଟିବ।  ପ୍ରତ୍ୟେକ କ୍ଷେତ୍ରରେ ସଫଳତା ମିଳିବ। କଳା ସାହିତ୍ୟ  ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story