୨ ଡିସେମ୍ୱର, ରବିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ:  ଅଧିକ ପରିଶ୍ରମ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ପୋଷାକ କିଣିପାରନ୍ତି। ବୃଷ: ଶରୀର ଫୂର୍ତ୍ତି ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ପାଣି ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍କଟ: ମନ ପ୍ରଫୁଲ୍ଲିତ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମାନ-ସମ୍ମାନ ମିଳିବ। ସିଂହ: ଦିନଟି ଭଲରେ କଟିବ। ଖର୍ଚ୍ଚ ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। […]

Rasi-Fala

Jyoshna Pradhan
  • Published: Sunday, 02 December 2018
  • , Updated: 02 December 2018, 07:18 AM IST

ମେଷ:  ଅଧିକ ପରିଶ୍ରମ କରିବେ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ପୋଷାକ କିଣିପାରନ୍ତି।

ବୃଷ: ଶରୀର ଫୂର୍ତ୍ତି ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ପାଣି ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କର୍କଟ: ମନ ପ୍ରଫୁଲ୍ଲିତ ରହିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ମାନ-ସମ୍ମାନ ମିଳିବ।

ସିଂହ: ଦିନଟି ଭଲରେ କଟିବ। ଖର୍ଚ୍ଚ ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ।

କନ୍ୟା: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସୁସ୍ଥ ରହିବେ। ପରିବାରରେ ହସଖୁସିର ବାତାବରଣ ରହିବ।

ତୁଳା:ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ବ୍ୟବସାୟରେ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମକର: ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି। ଅଳସୁଆ ଅନୁଭବ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: ଧାର୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

ମୀନ: ଦିନଟି ମିଶ୍ର ଫଳ ପ୍ରଦାନ କରିବ। କୌଣସି କଥାକୁ ନେଇ ଚିନ୍ତିତ ହୋଇପାରନ୍ତି। ସ୍ୱାସ୍ଥ୍ୟପ୍ରତି ଯତ୍ନବାନ ହୁଅନ୍ତୁ।

Related story