ଜୁଲାଇ ୨, ଗୁରୁବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ। ବୃଷ: ପୁରାତନ ରୋଗରୁ ଉପଶମ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇଯିବ। ବ୍ୟବସାୟରେ ଲାଭ ପାଇବେ। କର୍କଟ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ। ସିଂହ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ […]

astrology-123333

astrology-123333

Tapaswini Nayak
  • Published: Thursday, 02 July 2020
  • Updated: 02 July 2020, 08:01 AM IST

Sports

Latest News

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଶରୀର ସୁସ୍ଥ ରହିବ।

ବୃଷ: ପୁରାତନ ରୋଗରୁ ଉପଶମ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ଲାଭ କରିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ।

ମିଥୁନ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହୋଇଯିବ। ବ୍ୟବସାୟରେ ଲାଭ ପାଇବେ।

କର୍କଟ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କନ୍ୟା: ମାନ-ସମ୍ମାନ ବୃଦ୍ଧି ପାଇବ। ନୂତନ ଯୋଜନାରେ ସଫଳତା ମିଳିବ। ଧନ ଲାଭ ହେତୁ ମନ ଖୁସି ରହିବ।

ତୁଳା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ଧନୁ: ପରିବାର ଲୋକଙ୍କ ସହ ଖୁସିରେ ଦିନଟି କାଟିବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ଯାନବାହନ କିଣିପାରନ୍ତି।

ମକର: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ପଦୋନ୍ନତିର ଯୋଗ ରହିଛି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି

ମୀନ: ବନ୍ଧୁବାନ୍ଧଙ୍କ ସହ ଉତ୍ତମ ସଂପର୍କ ରହିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos