୨ ସେପ୍ଟେମ୍ବର, ଶୁକ୍ରବାର: କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।  ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ବୃଷ: ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ। ମିଥୁନ: ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ । ଶତୃମାନେ ପରାଜିତ […]

RASI

RASI

Niharika Rout
  • Published: Friday, 02 September 2022
  • Updated: 02 September 2022, 07:47 AM IST

ମେଷ: କେତେକ କ୍ଷେତ୍ରରେ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ।  ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ବୃଷ: ଆଜି କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ ଭୂମିକା ଗ୍ରହଣ କରି ପ୍ରଶଂସନୀୟ ହେବେ।

ମିଥୁନ: ଆଜି ଆପଣଙ୍କର ଦିନ ମଙ୍ଗଳମୟ ହେବ । ଶତୃମାନେ ପରାଜିତ ହେବେ। ଅନ୍ୟମନସ୍କତା ଯୋଗୁ କୌଣସି ଜିନିଷ ହଜି ଯାଇପାରେ ।

କର୍କଟ: ଆଜି ପ୍ରତ୍ୟେକ କାର୍ଯ୍ୟରେ ବାଧା ବିଘ୍ନ ସୃଷ୍ଟି ହୋଇପାରେ।  ଆଶା କରୁଥିବା ଦିଗରୁ ନିରାଶ ହେବାକୁ ପଡିପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ କାମରେ ଅସନ୍ତୁଷ୍ଟ ହୋଇପାରନ୍ତି ।

ସିଂହ:  ଆଜି ମନ ଅସ୍ଥିର ରହିବ। କିନ୍ତୁ କୌଣସି ବ୍ୟବହାର୍ଯ୍ୟ ମୂଲ୍ୟବାନ୍ ଜିନିଷ କିଣିବା ଦିଗରେ ମନ ବଳାଇପାରନ୍ତି। ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି ଆଜି ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ସଫଳତା ହାସଲ କରିବେ। ସାମ୍ବାଦିକତା, ରାଜନୀତି ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହେବେ।

କନ୍ୟା: ପାଇବାକୁ ଥିବା ଅର୍ଥ କିମ୍ବା କୌଣସି ଜିନିଷପତ୍ର ପାଇବାରେ କଳହର ସମ୍ମୁଖୀନ ହୋଇପାରନ୍ତି । ଅଫିସରେ କିମ୍ବା କର୍ମକ୍ଷେତ୍ରରେ ଗୁଡାଏ କାମ ହାତକୁ ନେଇ ବ୍ୟଥିତ ହେବେ । ଅପ୍ରିୟ ସତ୍ୟ କଥା ପ୍ରକାଶ କରିବା ଦ୍ୱାରା ସମ୍ମାନ ବୃଦ୍ଧି ପାଇବ।

ତୁଳା: ସନ୍ତାନମାନଙ୍କ ସ୍ୱାସ୍ଥ୍ୟକୁ ନେଇ ବାପାମା’ ଚିନ୍ତାଗ୍ରସ୍ତ ରହିବେ । ବ୍ୟବସାୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ କିନ୍ତୁ ସଫଳତା ପାଇବେ ନାହିଁ। ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ସମାଜସେବାରେ ମନ ବଳାଇବେ ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ହେତୁ ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ମୀନ: ଆଜିର  ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ  । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story