୨୦ ଅଗଷ୍ଟ, ଶନିବାର: ପଡ଼ୋଶୀଙ୍କ ସହିତ କଳହ ହୋଇପାରେ

ମେଷ: ବ୍ୟବସାୟୀମାନଙ୍କର ବ୍ୟୟଭାର ବଢ଼ିବାରୁ ମନରେ ଅଶାନ୍ତି ସୃଷ୍ଟି ହେବ।  ପାରିବାରିକ ସମସ୍ୟା ଲାଗି ରହିବ, କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ   । ବୃଷ:  ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରକୁ ବନ୍ଧୁ ଆସିବାରୁ ସୁସ୍ୱାଦୁ ଭୋଜନ ପ୍ରସ୍ତୁତ କରିବେ ।  ପାରିବାରିକ ଜୀବନରେ ଶାନ୍ତି ମିଳିବା ସହିତ ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ […]

RASI

RASI

Niharika Rout
  • Published: Saturday, 20 August 2022
  • Updated: 20 August 2022, 07:56 AM IST

Sports

Latest News

ମେଷ: ବ୍ୟବସାୟୀମାନଙ୍କର ବ୍ୟୟଭାର ବଢ଼ିବାରୁ ମନରେ ଅଶାନ୍ତି ସୃଷ୍ଟି ହେବ।  ପାରିବାରିକ ସମସ୍ୟା ଲାଗି ରହିବ, କର୍ମକ୍ଷେତ୍ରରେ ଗୁପ୍ତଶତ୍ରୁ ବୃଦ୍ଧି ହେବେ । ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ତ୍ୱରାନ୍ୱିତ କରି ଶେଷ ପର୍ଯ୍ୟାୟରେ ପହ଼଼ଞ୍ଚାଇବେ । କର୍ମ କ୍ଷେତ୍ରରେ ସଫଳତା ମିଳିବ   ।

ବୃଷ:  ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରକୁ ବନ୍ଧୁ ଆସିବାରୁ ସୁସ୍ୱାଦୁ ଭୋଜନ ପ୍ରସ୍ତୁତ କରିବେ ।  ପାରିବାରିକ ଜୀବନରେ ଶାନ୍ତି ମିଳିବା ସହିତ ସାମାଜିକ ଓ ପ୍ରଭାବଶାଳୀ କାର୍ଯ୍ୟରେ ମନ ବଳାଇବେ ।

ମିଥୁନ: ବନ୍ଧୁ କିମ୍ବା ପଡ଼ୋଶୀଙ୍କ ସହିତ କଳହ ସୃଷ୍ଟି ହୋଇପାରେ, ଜଗିରଖି ଚଳିବେ।  ପ୍ରତ୍ୟେକ କାମରେ ବାଧାବିଘ୍ନ ଘଟିବ, ମନରେ ଦୁଃଖ ଆସିବ। ସନ୍ତାନମାନଙ୍କର କାର୍ଯ୍ୟକଳାପ ସନ୍ତୋଷଜନକ ରହିବ।

କର୍କଟ: ସଭାସମିତିରେ ମାନସମ୍ମାନ ପ୍ରାପ୍ତି ହେବାରୁ ଭବିଷ୍ୟତ ପାଇଁ ଯୋଜନା ପ୍ରସ୍ତୁତ କରିବେ । ବହୁ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ଓ ଭ୍ରମଣ ସୁଯୋଗ ମିଳିବ । ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ ।

ସିଂହ: ଆଜି ସାମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ପାଇବ । ଧନ ସଞ୍ଚୟ ପାଇଁ ଦିନଟି ଅନୁକୂଳ ରହିବ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ୱ ମିଳିବାର ସମ୍ଭାବନା ରହିଛି ।

କନ୍ୟା: ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ। ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ। ରାଜନୈତିକ କ୍ଷେତ୍ରରେ ଥିଲେ ଜନ କଲ୍ୟାଣ କାର୍ଯ୍ୟରେ ବ୍ୟସ୍ତ ରହିବେ  ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା: ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ଧନୁ: ଶତ୍ରୁମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ଅଧସ୍ତନଙ୍କ ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ ।

ମକର: ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିପାରେ।

କୁମ୍ଭ: ପାରିବାରିକ ଅଶାନ୍ତି ସୃଷ୍ଟି ହେବାରୁ ମନ ଭଲ ରହିବ ନାହିଁ। ନୂଆ ଘର କରିବା ପାଇଁ ନିଜର ଅତି ଘନିଷ୍ଠ ବନ୍ଧୁଙ୍କର ପରାମର୍ଶ ନେବେ ।  ଭାବୁଥିବା କାର୍ଯ୍ୟ ଅଚାନକ ପୂରଣ ହେବ ଓ ଭ୍ରମଣର ସୁଯୋଗ ମିଳିବ।

ମୀନ:  ସ୍ୱାମୀସ୍ତ୍ରୀଙ୍କ ମଧ୍ୟରେ ପ୍ରେମଭାବ ବୃଦ୍ଧି ହେବ ଏବଂ ନୂଆ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିବେ।  ବହୁଦିନରୁ ଅଟକି ଥିବା କାମ ପାଇଁ ଖୁସି ଖବର ମିଳିବ। ଛାତ୍ରଛାତ୍ରୀମାନେ ପାଠପଢାରେ ମନ ବଳାଇବେ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story