୨୦ ଫେବୃଆରୀ, ବୁଧବାର: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ। ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1-1-1

Rakesh Mallick
  • Published: Wednesday, 20 February 2019
  • Updated: 20 February 2019, 07:40 AM IST

ମେଷ: ଅଳସୁଆ ଲାଗିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ଦ୍ୱନ୍ଦ୍ୱ ଭିତରେ ରହିବେ। ଯାତ୍ରା କରନ୍ତୁ ନାହିଁ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅସୁସ୍ଥ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ମିଥୁନ: ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲିବାକୁ ଯାଇପାରନ୍ତି। ମନ ଖୁସି ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିବେ। ଘରେ ହସଖୁସିର ମାହୋଲ ରହିବ।

ସିଂହ: ସାହିତ୍ୟ-କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ପଦୋନ୍ନତିର ଯୋଗ ରହିଛି।

କନ୍ୟା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ,ସତର୍କ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମଧ୍ୟାହ୍ନ ପରେ ଶରୀର ଫୂର୍ତ୍ତି ରହିବ। ଜୀବନସାଥୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ମାନ-ସମ୍ମାନ ବଢ଼ିବ। ଚାକିରି କ୍ଷେତ୍ରରେ ପ୍ରଂଶସିତ ହେବେ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ହନୁମାନଙ୍କୁ ପୂଜା କରନ୍ତୁ।

ମକର: ଖର୍ଚ୍ଚାନ୍ତ ହୋଇ ପାରନ୍ତି। ଆଇନଗତ ମାମଲାରେ ବିଜୟୀ ହେବେ। କୌଣସି ନିଷ୍ପତ୍ତି ନେବା ବେଳେ ଦ୍ୱନ୍ଦ୍ୱରେ ରୁହନ୍ତୁ ନାହିଁ।

କୁମ୍ଭ: ଆତ୍ମବିଶ୍ୱାସ ବଢ଼ିବ। ବିଦାର୍ଥୀମାନେ ପାଠପଢ଼ାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଯାତ୍ରା କରନ୍ତୁ ନାହିଁ।

ମୀନ: ସାଙ୍ଗଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ଶୁଭ ସମାଚାର ମିଳିପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story