୨୦ ଫେବ୍ରୁଆରୀ, ମଙ୍ଗଳବାର; ଆୟର ପଥ ପରିଷ୍କାର କରିବେ

ଦୂର ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ ।

Rashi

Representational Image

Niharika Rout
  • Published: Tuesday, 20 February 2024
  • Updated: 20 February 2024, 10:11 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଅଟକିଥିବା ଧନ ମିଳିଯିବା ଫଳରେ ଉଚ୍ଚ ଆଶା ସଫଳ ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ଓ ବିଦେଶ ଯାତ୍ରାରେ ସଫଳ ହେବେ ।

ବୃଷ: ଦୂର ସମ୍ପର୍କୀୟ ବନ୍ଧୁଙ୍କଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବ । କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ ।

ମିଥୁନ: ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ୍ ହେବେ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତିର ସୂଚନା ପାଇବେ । ରାଜନୈତିକ କ୍ଷେତ୍ରରେ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ ।

କର୍କଟ: ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବା ସହିତ ପଢ଼ାପଢ଼ିରେ ମନଯୋଗ ଦେଇ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲଭିବେ ।

ସିଂହ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘସ୍ଥାୟୀ ହେବ । ପରିବାରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ପରିବାରରେ ଛୋଟ ଛୋଟ କଥାକୁ ନେଇ ମନୋମାଳିନ୍ୟ, ସନ୍ଦେହ ଓ ଭୁଲ୍ ବୁଝାମଣା ଦେଖାଦେଇପାରେ। କୌଣସି ବ୍ୟକ୍ତିଙ୍କୁ ଦୀର୍ଘ ସମୟ ଅପେକ୍ଷା କରି ବ୍ୟସ୍ତତା ଅନୁଭବ କରିବେ । ବିଳମ୍ବରେ ହେଲେ ମଧ୍ୟ କାର୍ଯ୍ୟ ହାସଲ କରିବେ । ପୁରାତନ ରୋଗର ଉପଶମ ହେବ । ପରୋକ୍ଷ ଶତ୍ରୁତା ଯୋଗୁ ମନ ଭଲ ରହି ନ ପାରେ।

କୁମ୍ଭ: ସାମାନ୍ୟ କଥାବାର୍ତ୍ତାକୁ ନେଇ ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଏଣୁ ଜଗିରଖି ଚଳନ୍ତୁ । କର୍ମକ୍ଷେତ୍ରରେ ଯେତିକି ସୁବିଧା ସୁଯୋଗ ପାଇବା କଥା ସେଥିରୁ ବଞ୍ଚିତ ହୋଇ ମନସ୍ତାପ କରିବେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହେବ। ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ।

ମୀନ: ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଜନସେବା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story