୨୦ ସେପ୍ଟେମ୍ବର, ମଙ୍ଗଳବାର: ମୂଲ୍ୟବାନ ଦ୍ରବ୍ୟ କିଣିପାରନ୍ତି

ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ, ବାଣିଜ୍ୟରେ ଆଶାରୁ ଅଧିକ ଲାଭ ପାଇବେ। ଘର ପାଇଁ ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି ।   କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି। ବୃଷ: କର୍ମକ୍ଷେତ୍ରରେ ନାନା ବାଧାବିଘ୍ନ ଆସିପାରେ । ବ୍ୟବସାୟରେ ଅଯଥା ବ୍ୟୟ ହୋଇପାରେ। ଶତ୍ରୁମାନେ ହଇରାଣ ହରକତ କରିବେ।  ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ। ମିଥୁନ: […]

RASI

RASI

Niharika Rout
  • Published: Tuesday, 20 September 2022
  • Updated: 20 September 2022, 07:51 AM IST

ମେଷ: କର୍ମକ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟ, ବାଣିଜ୍ୟରେ ଆଶାରୁ ଅଧିକ ଲାଭ ପାଇବେ। ଘର ପାଇଁ ନୂତନ ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିପାରନ୍ତି ।   କର୍ମୋନ୍ନତି ସହ ସମ୍ମାନ ପ୍ରାପ୍ତିର ଯୋଗ ରହିଛି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍ ଆଦୃତ ହୋଇପାରନ୍ତି।

ବୃଷ: କର୍ମକ୍ଷେତ୍ରରେ ନାନା ବାଧାବିଘ୍ନ ଆସିପାରେ । ବ୍ୟବସାୟରେ ଅଯଥା ବ୍ୟୟ ହୋଇପାରେ। ଶତ୍ରୁମାନେ ହଇରାଣ ହରକତ କରିବେ।  ଅର୍ଥ କିମ୍ବା ଦ୍ରବ୍ୟହାନି ହୋଇପାରେ।

ମିଥୁନ: କର୍ମକ୍ଷେତ୍ରରେ ଉନ୍ନତି ହେବ, ନୂତନ ଆୟପନ୍ଥା ମିଳିପାରେ । ଭୂମି, ଭବନ, ବାହନ କ୍ରୟ କରିବାର ସୁଯୋଗ ଆସିବ  । ମହିଳାମାନେ ଆଭୂଷଣ କ୍ରୟ କରିବା ସହ ପରିବାରରେ ଶାନ୍ତି ପାଇବେ।

କର୍କଟ: ଆପଣ ସାମାଜିକ ପ୍ରତିଷ୍ଠା ସହ ପ୍ରତ୍ୟେକ ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ  । ପରିବାରରେ ସୁଖ ଶାନ୍ତି ଫେରାଇ ଆଣିବା ଦିଗରେ ଚେଷ୍ଟା କରି ସଫଳ ହେବେ। ବନ୍ଧୁ ଦର୍ଶନର ସୁଯୋଗ ଅଛି ।

ସିଂହ: ଆଜି ବିଳମ୍ବିତ ହେଲେ ମଧ୍ୟ  ସମସ୍ତ କାର୍ଯ୍ୟ ସାଧିତ ହେବ। ସମସ୍ୟା ରହିଥିଲେ ମଧ୍ୟ ଆବଶ୍ୟକୀୟ ସୁଯୋଗ ମିଳିବ । ଅଫିସରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।

କନ୍ୟା:  ଆଜି ପ୍ରତ୍ୟେକ ପରିସ୍ଥିତିକୁ ଲାଘବ କରିବା ଦିଗରେ ଆପଣଙ୍କ ନରମ କଥା ଓ କିଛିଟା ଅର୍ଥବ୍ୟୟ ସାହାଯ୍ୟ କରିବ । ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରିପାରନ୍ତି । ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗରେ ମନୋନିବେଶ କରିବେ ।

ତୁଳା: ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପଯୋଗ କରିବା ଫଳରେ ବହୁତ ଲାଭ ମିଳିବ।  ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ।

ବିଚ୍ଛା:  କୌଣସି କଥାକୁ ନେଇ ନିଜ ସମ୍ପର୍କୀୟଙ୍କ ସହିତ ମନୋମାଳିନ୍ୟ ହେବ ।  ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ ଗୁପ୍ତଶତ୍ରୁ ବୃଦ୍ଧି ପାଇବେ।  ଅପରାହ୍ନ ପରେ ପରିବାରରେ ହସଖୁସିରେ ସମୟ ଅତିବାହିତ କରିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କଠାରୁ ସମ୍ମାନ ମିଳିବ ।

ଧନୁ: କର୍ମକ୍ଷେତ୍ରରେ ଅପଦସ୍ତ ହେବେ, ଜଗିରଖି ରହିବାକୁ ପଡିବ । ନୂଆ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବ, ଦୂରସ୍ଥାନକୁ ଯାତ୍ରା କଲାବେଳେ  ସତର୍କତାର ସହ  ଯାଆନ୍ତୁ । ମାଙ୍ଗଳିକ କାର୍ଯ୍ୟ ପାଇଁ ବ୍ୟସ୍ତ ରହିପାରନ୍ତି ଏବଂ ଘର ପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ ।

ମକର: ପିଲାମାନଙ୍କର ସଫଳତା ଦେଖି ବାପାମା’ ଖୁସି ଅନୁଭବ କରିବେ । ଦୂରସ୍ଥାନକୁ ଯାତ୍ରା କରିବେ ଓ ବ୍ୟବସାୟରେ ଉନ୍ନତି କରିବେ । ରାଜନୀତିରେ ଥିବା ବ୍ୟକ୍ତି ସଫଳତା ପାଇବେ।

କୁମ୍ଭ : ସାଧାରଣ କଥାକୁ କେନ୍ଦ୍ର କରି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ଭୁଲ୍ ବୁଝାମଣା ହେତୁ ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ। ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

ମୀନ: ଆଜିର  ଆପଣ ଆତ୍ମୀୟଙ୍କ ସାହାଯ୍ୟ ସହଯୋଗ ପାଇବାରୁ ଆନନ୍ଦିତ ରହିବେ  । ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ କିନ୍ତୁ କୌଣସି କ୍ଷେତ୍ରରୁ ବାଧା ଦେଇପାରିବେ ନାହିଁ  ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story