୨୧ ଜାନୁଆରୀ, ସୋମବାର: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ

ମେଷ: ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବୃଷ: ଲାଗି ରହିଥିବା ଚିନ୍ତା ଦୂର ହେବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କର୍କଟ: ଦିନଟି ଖୁସିରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ। ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ […]

Rasi-Fala

Rasi-Fala

Jyoshna Pradhan
  • Published: Monday, 21 January 2019
  • Updated: 21 January 2019, 10:36 AM IST

Sports

Latest News

ମେଷ: ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଲାଗି ରହିଥିବା ଚିନ୍ତା ଦୂର ହେବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଦିନଟି ଖୁସିରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହ ଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।  ମନ ଖୁସି ରହିବ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେସଫଳତା ପାଇବେ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos