୨୧ ଜାନୁଆରୀ, ସୋମବାର: ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ

ମେଷ: ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବୃଷ: ଲାଗି ରହିଥିବା ଚିନ୍ତା ଦୂର ହେବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ଅଳସୁଆ ଅନୁଭବ କରିବେ। ଅଟକି  ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଦିନଟି ଖୁସିରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଉପହାର ମିଳିବ।

ସିଂହ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହ ଯୋଗ ମିଳିବ।

ବିଚ୍ଛା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ।  ମନ ଖୁସି ରହିବ।

ମୀନ: ଛାତ୍ରଛାତ୍ରୀମାନେ ପରୀକ୍ଷାରେସଫଳତା ପାଇବେ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।