୨୦ ଏପ୍ରିଲ, ଶନିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ: ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମାନସିକ ଅଶାନ୍ତିରେ ରହିପାରନ୍ତି। ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। […]

astro

astro

Jyoshna Pradhan
  • Published: Saturday, 20 April 2019
  • Updated: 20 April 2019, 07:32 AM IST

Sports

Latest News

ମେଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତାଇବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ: ଦିନଟି ଭଲରେ କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମାନସିକ ଅଶାନ୍ତିରେ ରହିପାରନ୍ତି।

ମିଥୁନ: କୌଣସି କଥାକୁ ନେଇ ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଜଳାଶୟଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଅପରାହ୍ଣ ପରେ ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ବନ୍ଧୁଙ୍କ ସହ ଦେଖା ହୋଇପାରେ।

ବିଚ୍ଛା:  ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ନୂଆ ପୋଷାକ କିଣିପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

ମକର: ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ଧାର୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମୁଣ୍ଡରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ: ଋଣ ଦିଅନ୍ତୁ ନାହିଁ।  କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭଗବାନ ହନୁମାନଙ୍କୁ ପୂଜା କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story