୨୦ ଏପ୍ରିଲ, ଗୁରୁବାର: ବ୍ୟବସାୟରେ ଅଚାନକ ଲାଭ ପାଇବେ

କର୍ମକ୍ଷେତ୍ରରେ ସଫଳତା ପାଇବେ ଓ ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ ଦେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଦୂରସ୍ଥାନକୁ ଭ୍ରମଣ କରିବେ ।

Rashi PhotoOR

Representational Image

Niharika Rout
  • Published: Thursday, 20 April 2023
  • Updated: 20 April 2023, 07:44 AM IST

Sports

Latest News

ମେଷ: ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇ ଉଚିତ୍ ଲାଭ ପାଇବେ । ବୁଦ୍ଧିମତା କାରଣରୁ ଶତ୍ରୁମାନଙ୍କୁ ପରାସ୍ତ କରି ସମସ୍ତ କ୍ଷେତ୍ରରେ ସଫଳତା ପାଇବେ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ।

ବୃଷ: କର୍ମକ୍ଷେତ୍ରରେ ସଫଳତା ପାଇବେ ଓ ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ ଦେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଦୂରସ୍ଥାନକୁ ଭ୍ରମଣ କରିବେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ ।

ମିଥୁନ: ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ। ବ୍ୟବସାୟ ସମ୍ବନ୍ଧୀୟ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧା ଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।

କର୍କଟ: ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେଇ ଅଧୁରା କାର୍ଯ୍ୟ ପୂରଣ କରିବେ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେଇ କାର୍ଯ୍ୟ କରନ୍ତୁ ଓ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ସିଂହ: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ହେବେ । ପଡୋଶୀଙ୍କ ସହ ବାଦବିବାଦ ଦେଖାଯିବ। ସେଥିପାଇଁ ସତର୍କ ରହିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। କଥା ଦେଇଥିବା ବନ୍ଧୁ ଠିକ୍ ସମୟରେ ସାହାଯ୍ୟ କରିବେ ନାହିଁ।

କୁମ୍ଭ: ସମ୍ପର୍କୀୟଙ୍କ ସହ ବିବାଦ ଦେଖାଦେଇପାରେ । ଫେରନ୍ତା ବାଟରେ ହଠାତ୍ ମୂଲ୍ୟବାନ ଦ୍ରବ୍ୟ ଲାଭ ହୋଇପାରେ। କର୍ମକ୍ଷେତ୍ରରେ ଆତ୍ମୀୟତାର ସହ କାମ କରିବେ ସତ, କିନ୍ତୁ ପ୍ରତିବଦଳରେ ଓଲଟା ଫଳ ପାଇବେ। ପାଖ ପଡୋଶୀ କିମ୍ବା ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ ।

ମୀନ: ବନ୍ଧୁମାନଙ୍କ ଅକୁଣ୍ଠ ସାହାଯ୍ୟ ଓ ସମର୍ଥନ ପାଇ କାମ ହାସଲ କରିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପରିବାର ମଧ୍ୟରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ସରଳ ସମାଧାନ କରିବାରେ ସମର୍ଥ ହେବେ । ପଡୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story