୨୦ ଜାନୁଆରୀ, ରବିବାର: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ

ମେଷ: ଦିନଟି ଭଲରେ କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ। ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ତରବରିଆ ହୋଇ […]

Rasi-Fala

Rasi-Fala

Jyoshna Pradhan
  • Published: Sunday, 20 January 2019
  • Updated: 20 January 2019, 07:34 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ବୃଷ: ମନକୁ ସ୍ଥିର ରଖନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଲେଖକ ଓ କଳାକାରଙ୍କ ପାଇଁ ଦିନଟି ଭଲରେ କଟିବ।

ମିଥୁନ: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ  ହେବେ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ତୁଳା: ବିଦେଶକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦେଇପାରନ୍ତି।

ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସଙ୍କଟ ଦେଖା ଦେଇପାରେ। ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘର ପାଇଁ ଜିନିଷ କିଣିପାରନ୍ତି। ଖଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ପାଚନ ତନ୍ତ୍ରରେ ଯନ୍ତ୍ରଣା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣାର ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ମୀନ: ଶରୀର ଫୂର୍ତ୍ତି ରହିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଦାମ୍ପତ୍ୟ ଜୀବନ ଭଲରେ କଟିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story