୨୦ ଜାନୁଆରୀ, ଗୁରୁବାର: ଦୁର୍ଘଟଣା ଘଟିପାରେ, ସତର୍କ ରୁହନ୍ତୁ

ମେଷ: କାର୍ଯ୍ୟକ୍ଷେତ୍ରରେ ବିବାଦ ଦେଖା ଦେଇପାରେ। ବ୍ୟବସାୟରେ ଲାଭ ହେବ। ପରିବାରରେ ଶାନ୍ତି ରହିବ। ବୃଷ: ଜମିବାଡ଼ି ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ। ମିଥୁନ: ସମସ୍ତ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଗୁପ୍ତ ଶତ୍ରୁ ହଇରାଣ କରି ପାରନ୍ତି। ଘରକୁ ଅତିଥି ଆସିପାରନ୍ତି। କର୍କଟ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ କାର୍ଯ୍ୟଭାର ହାତକୁ ନେଇ ସଫଳତା ଅର୍ଜନ କରିବେ। ପରିବାରରେ ଶାନ୍ତି ମିଳିବ। କିନ୍ତୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ। ସିଂହ: […]

RASI

RASI

Tapaswini Nayak
  • Published: Thursday, 20 January 2022
  • Updated: 20 January 2022, 07:58 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ବିବାଦ ଦେଖା ଦେଇପାରେ। ବ୍ୟବସାୟରେ ଲାଭ ହେବ। ପରିବାରରେ ଶାନ୍ତି ରହିବ।

ବୃଷ: ଜମିବାଡ଼ି ସମ୍ବନ୍ଧୀୟ କାର୍ଯ୍ୟରେ ସଫଳତା ପାଇବେ। ବନ୍ଧୁ ବାନ୍ଧବଙ୍କ ସହଯୋଗ ପାଇବେ।

ମିଥୁନ: ସମସ୍ତ କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଗୁପ୍ତ ଶତ୍ରୁ ହଇରାଣ କରି ପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

କର୍କଟ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ନୂତନ କାର୍ଯ୍ୟଭାର ହାତକୁ ନେଇ ସଫଳତା ଅର୍ଜନ କରିବେ। ପରିବାରରେ ଶାନ୍ତି ମିଳିବ। କିନ୍ତୁ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ।

ସିଂହ: କର୍ମକ୍ଷେତ୍ରରେ ସହଯୋଗୀମାନଙ୍କର ସାହାଯ୍ୟ ସହଯୋଗ ପାଇବେ। ପରିବାରରେ ଶାନ୍ତି ବଜାୟ ରହିବ।

କନ୍ୟା: କର୍ମକ୍ଷେତ୍ରରେ ଶୁଭଫଳ ପାଇବେ। ପୁରୁଣା ବାଦବିବାଦର ଅବସାନ ଘଟିବ। ବନ୍ଧୁବାନ୍ଧବଙ୍କ ସାହାଯ୍ୟ ସହଯୋଗ ପାଇବେ।

ତୁଳା: ଶୁଭ ଖବର ପାଇ ମନ ଖୁସି ରହିବ। ପରିବାରରେ ସୁଖଶାନ୍ତିରେ ଦିନଟି ଅତିବାହିତ କରିବେ। କଥା ଉପରେ ନିୟନ୍ତ୍ରଣ  ରଖନ୍ତୁ।

ବିଛା: ଅର୍ଥ ଜନିତ ସମସ୍ୟା ଦେଇ ଗତି କରିବେ। ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସହ ସମ୍ପର୍କ ବୃଦ୍ଧିହେବ। ମହିଳାମାନେ ଧର୍ମ କାର୍ଯ୍ୟରେ ମନ ବଳାଇବେ।

ଧନୁ: ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ସହଯୋଗୀ ମାନଙ୍କ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ଆଗକୁ ବଢିବେ। ଦୁର୍ଘଟଣା ଘଟିବାର ଭୟ ରହିଛି, ସେଥିପାଇଁ ସତର୍କ ରୁହନ୍ତୁ।

ମକର: ସମସ୍ତ କ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟଭାର ହାତକୁ ନେବେ। ନୂତନ ଯାନବାହନ କ୍ରୟ କରିବା ପାଇଁ ଯୋଜନା କରିବେ।  ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି, ସତର୍କ ରୁହନ୍ତୁ।

କୁମ୍ଭ: କର୍ମକ୍ଷେତ୍ରରେ ସଫଳତା ପାଇବେ। ବ୍ୟବସାୟ ବାଣିଜ୍ୟରେ ଲାଭବାନ ହେବେ। ଗୁପ୍ତ ଶତ୍ରୁ ହଇରାଣ ହରକତ କରିପାରନ୍ତି, ସତର୍କ ରହନ୍ତୁ।

ମୀନ: ବ୍ୟବସାୟରେ କ୍ଷତି ହୋଇପାରେ। ସେଥିପାଇଁ ସତର୍କ ରହି କାର୍ଯ୍ୟ କରନ୍ତୁ। ନିଜ ପସନ୍ଦର ଦ୍ରବ୍ୟ ନଷ୍ଟ ହୋଇପାରେ। ପରିବାରରେ ସୁଖ ଶାନ୍ତି ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story