୨୦ ଜାନୁଆରୀ, ଶନିବାର: ନିଜ ଲୋକ ମିଛ କେସ୍‌ରେ ଫସାଇ ଦେବେ

ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ ।

Rashi

Representational Image

Niharika Rout
  • Published: Saturday, 20 January 2024
  • Updated: 20 January 2024, 12:58 PM IST

Sports

Latest News

ମେଷ:ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ।

ବୃଷ : ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି । ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।

ମିଥୁନ:  ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ସହ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ଟାଣିହୋଇ ଯିବେ। ବ୍ୟବସାୟୀମାନେ ଜଗିରଖି ଚଳିଲେ ଆଶାତୀତ ଲାଭ ପାଇବେ। ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇପାରନ୍ତି।

କର୍କଟ: ବ୍ୟବସାୟରେ ଲାଭ ମିଳିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ। ମାଙ୍ଗଳିକ କାର୍ଯ୍ୟ ପାଇଁ ଶୁଭଖବର ମିଳିବ ଏବଂ ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ସିଂହ: ସହକର୍ମୀମାନଙ୍କ ସହଯୋଗ ପାଇ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। ସରକାରୀ କାମରେ ସଫଳତା ପାଇବେ ଓ ଅଚାନକ ଭାବରେ ଧନ ଲାଭ ହେବ । ଶରୀର ଭଲ ରହିବା ସହ ନୂତନ କର୍ମପ୍ରାପ୍ତି ହୋଇପାରେ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ:ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମ ସମାଧାନ କରାଇପାରନ୍ତି । ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ ଓ ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ନିଜ ଲୋକ ମିଛ କେସ୍‌ରେ ଫସାଇ ଦେବେ ।

ମୀନ:  ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶିକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story