୨୦ ଜୁନ୍‌, ରବିବାର: ଦାମ୍ପତ୍ୟ ଜୀବନ ହସଖୁସିରେ କଟିବ

ମେଷ: ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ।  ବ୍ୟବସାୟରେ ଭାଗିଦାରୀଙ୍କଠାରୁ ସାହାଯ୍ୟ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର:-ଗୋମାତାକୁ  ଖାଇବାକୁ ଦିଅନ୍ତୁ। ବୃଷ: ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାମ କଲେ ସୁଫଳ ପାଇବେ। ବିରୋଧୀମାନେ ପରାଜିତ ହେବେ। ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ l ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ଦୁଶ୍ଚିନ୍ତା ଦୂର ହୋଇ ଯଶ […]

Horoscope

Horoscope

Niharika Rout
  • Published: Sunday, 20 June 2021
  • Updated: 20 June 2021, 08:31 AM IST

ମେଷ: ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ।  ବ୍ୟବସାୟରେ ଭାଗିଦାରୀଙ୍କଠାରୁ ସାହାଯ୍ୟ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇପାରେ। ପ୍ରତିକାର:-ଗୋମାତାକୁ  ଖାଇବାକୁ ଦିଅନ୍ତୁ।

ବୃଷ: ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାମ କଲେ ସୁଫଳ ପାଇବେ। ବିରୋଧୀମାନେ ପରାଜିତ ହେବେ। ପ୍ରତିକାର-ମହୁଟିକେ ଖାଇ ଘରୁ ବାହାରନ୍ତୁ l

ମିଥୁନ: ବ୍ୟବସାୟରେ ଭଲ ଲାଭ ମିଳିବ। ଦୁଶ୍ଚିନ୍ତା ଦୂର ହୋଇ ଯଶ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଲାଭବାନ ହେବେ। ପ୍ରତିକାର-ମାଆବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଅଟକିଥିବା ଧନ ପ୍ରାପ୍ତି ହେବ। ବ୍ୟବସାୟକୁ ବଢ଼ାଇବା ପାଇଁ ନୂଆ ଯୋଜନା କରିବେ। ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ: ବନ୍ଧୁବାନ୍ଧବଙ୍କ ଠାରୁ ଶୁଭ ଖବର ପାଇବେ। ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ କୌଣସି ମହତ୍ୱପୂର୍ଣ୍ଣ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

କନ୍ୟା: ବନ୍ଧୁଙ୍କଠାରୁ ଉପହାର ମିଳିବ। ଦାମ୍ପତ୍ୟ ଜୀବନ ହସଖୁସିରେ ଭରିଯିବ। ଅଟକି ଥିବା କାମ ଶେଷ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିପାରନ୍ତି। ପ୍ରତିକାର:-ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ l

ତୁଳା: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଆର୍ଥିକ ଅଭିବୃଦ୍ଧି ଘଟିବ। ଆତ୍ମବିଶ୍ୱାସ ଯୋଗୁ ସମ୍ମାନର ଅଧିକାରୀ ହେବେ। କେତେକ କ୍ଷେତ୍ରରେ ବାଧା ବନ୍ଧନ ନ ମାନି ଆଗେଇ ଯିବାର ସୁଯୋଗ ପାଇବେ। ପ୍ରତିକାର-ବାସଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ବିଛା: ସାଙ୍ଗମାନଙ୍କ ସାହାଯ୍ୟ ପାଇବେ ଓ ଅନେକ ସମସ୍ୟାର ସମାଧାନ ହୋଇଯିବ। ଉଚ୍ଚ ଅଧିକାରୀଙ୍କ ସହ ସଂପର୍କ ଦୃଢ଼ ହେବ। ଗଠନମୂଳକ ତଥା ସେବା ସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ। ପ୍ରତିକାର:-ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ l

ଧନୁ: ପତିପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହୋଇପାରେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ l

ମକର: ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବା ସହ ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବ। କର୍ମକ୍ଷେତ୍ରରେ ଉନ୍ନତିର ସୂଚନା ପାଇ ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ। ପାରିବାରିକ ଜୀବନ ହସଖୁସିରେ କଟିବ। ପ୍ରତିକାର-ଦହି, ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ: ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଯୋଜନା କରିବେ। ଜାଗା, ଜମି ଓ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି।  ଉତ୍ତମ ବୁଝାମଣା ଯୋଗୁ ସମ୍ମାନର ଅଧିକାରୀ ହେବେ। ପ୍ରତିକାର-ମାଆବାପା ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ: ସାମାଜିକ ସ୍ତରରେ ପ୍ରଶଂସିତ ହେବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅନେକ କ୍ଷତି ହେବ।ପ୍ରତିକାର-କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story