୨୦ ମାର୍ଚ୍ଚ, ସୋମବାର: କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ପାଇବେ

ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇଲେ ମଧ୍ୟ ଶତ୍ରୁ ଭୟ ରହିବ । ବହୁ ଦିନର ଦୂର ବନ୍ଧୁଙ୍କ ସହିତ ଦେଖାହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

Rashi PhotoOR

Rashi

Niharika Rout
  • Published: Monday, 20 March 2023
  • Updated: 20 March 2023, 07:36 AM IST

Sports

Latest News

ମେଷ: ପୂଜାପୁଜିରେ ଅଧିକ ସମୟ ଅତିବାହିତ କରିବେ ଓ ତୀର୍ଥ ଯାତ୍ରା କରିପାରନ୍ତି । ବ୍ୟବସାୟରେ ଅଧିକ ଲାଭ ପାଇବେ ଓ ଘରକୁ ଅତିଥିଙ୍କ ଆଗମନ ହେବ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସୁଯୋଗ ପାଇବେ ।

ବୃଷ : କର୍ମକ୍ଷେତ୍ରରେ ସଫଳତା ପାଇବେ ଓ ପ୍ରତ୍ୟେକ କାର୍ଯ୍ୟରେ ଭାଗ୍ୟ ସାଥ ଦେବ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ଦୂରସ୍ଥାନକୁ ଭ୍ରମଣ କରିବେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ଓ ବାକି ପଡ଼ିଥିବା ଅର୍ଥ ଆଦାୟ ହେବ ।

ମିଥୁନ : ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇଲେ ମଧ୍ୟ ଶତ୍ରୁ ଭୟ ରହିବ । ବହୁ ଦିନର ଦୂର ବନ୍ଧୁଙ୍କ ସହିତ ଦେଖାହେବାରୁ ମନ ଖୁସି ରହିବ । ଛାତ୍ରଛାତ୍ରୀ ପାଠପଢ଼ାରେ ଉନ୍ନତି କରିବେ ଓ ଚାକିରି କ୍ଷେତ୍ରରେ ସଫଳତା ପାଇବେ।

କର୍କଟ : ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଯିବ ଓ କର୍ମକ୍ଷେତ୍ରରେ ଗୁପ୍ତ ଶତ୍ରୁ ବୃଦ୍ଧି ହେବେ । ପଡୋଶୀଙ୍କ ସହ ବାଦବିବାଦ ଦେଖାଯିବ। ସେଥିପାଇଁ ସତର୍କ ରହିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଛୋଟ କଥାକୁ ନେଇ ଅଶାନ୍ତି ସୃଷ୍ଟି ହେବ ।

ସିଂହ: ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସନ୍ତାନଙ୍କ ଭବିଷ୍ୟତ ନେଇ ଖୁସି ରହିବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ହସ୍ତଗତ ହେବ। ଶତ୍ରୁମାନେ ପରାଜିତ ହୋଇ ମିତ୍ରତାର ହାତ ବଢାଇବେ ।

କନ୍ୟା: କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ ।ପରିଶ୍ରମ ଅନୁଯାୟୀ ଆଶାଜନକ ପାରିଶ୍ରମିକ ମିଳିବ ଗୃହ କିମ୍ବା ଯାନବାହନ କିଣିବାକୁ ଯୋଜନା ପ୍ରସ୍ତୁତ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ ।

ତୁଳା : ବହୁଦିନର ଦୂର ବନ୍ଧୁଙ୍କ ସହିତ ମିଳନ ହେବାରୁ ବ୍ୟବସାୟ ପାଇଁ ସାହାଯ୍ୟ ମାଗିପାରନ୍ତି । ମାଙ୍ଗଳିକ କାର୍ଯ୍ୟ ହେଇପାରୁ ନ ଥିବାରୁ ବ୍ୟସ୍ତତା ବୃଦ୍ଧି ହେବ। ବ୍ୟବସାୟରେ ବାକି ପଡିଥିବା ପଇସା ପାଇଁ ଚିନ୍ତା ବୃଦ୍ଧି ହେବ ।

ବିଛା : ଉଚ୍ଚ ଅଧିକାରୀଙ୍କ ସହିତ ସମ୍ପର୍କ ସୁଦୃଢ ହେବ । ଫଳରେ ମନ ଖୁସି ରହିବ । ରାଜନୀତିରେ ଥିବା ବ୍ୟକ୍ତି ଅଧିକ ପରିଶ୍ରମ କରି ସଫଳତା ପାଇପାରିବେ । ଦୂରସ୍ଥାନକୁ ଗଲାବେଳେ ସାବଧାନତାର ସହିତ ଯାଆନ୍ତୁ ।

ଧନୁ: ବନ୍ଧୁଙ୍କ ସହ ଦୂର ଯାତ୍ରା କରିପାରନ୍ତି। ବକେୟା ଅର୍ଥ ଲାଭ ହେବ। ଅସୁସ୍ଥ ଅନୁଭବ କରିବେ। ପ୍ରତିଯୋଗିତାରେ ସଫଳତା ମିଳିବ। ଅଫିସ୍ କାମରେ ଯୁକ୍ତିଯୁକ୍ତ କଥା କହି ବିବାଦ ଭିତରକୁ ପଶିଯାଇପାରନ୍ତି।

ମକର: ଦିନଟି ଆପଣଙ୍କ ପାଇଁ ବହୁତ ଭଲ ରହିବ। ଯେକୌଣସି କାମ କରିବେ ସେଥିରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଥିବା ଲୋକେ ପ୍ରଶଂସିତ ହେବେ।

କୁମ୍ଭ: କର୍ମକ୍ଷେତ୍ରରେ ମାନସମ୍ମାନ ମିଳିବ ଓ ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ। ରାଜନୀତି କରୁଥିବା ବ୍ୟକ୍ତି ସଫଳତା ପାଇବେ ଓ ନୂଆ ବ୍ୟବସାୟ ପାଇଁ ମନ ବଳାଇବେ। ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।  

ମୀନ : ପୂଜାପୂଜିରେ ଅଧିକ ସମୟ ଅତିବାହିତ କରିବେ । କିନ୍ତୁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ଘରକୁ ଅତିଥି ଆସିବେ । ସ୍ୱାମୀସ୍ତ୍ରୀ ମଧ୍ୟରେ ଦାମ୍ପତ୍ୟ ଜୀବନ ସୁଖମୟ ରହିବ ଓ ସୁସ୍ୱାଦୁ ଭୋଜନ କରିବେ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story