୨୦ ମାର୍ଚ୍ଚ, ବୁଧବାର: ବନ୍ଧୁଙ୍କ ସହ କଳହ ସୃଷ୍ଟି ହୋଇପାରେ

ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ କାହାରି ସହିତ କଳହ ହୋଇପାରେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

Rashi

Representational Image

Niharika Rout
  • Published: Wednesday, 20 March 2024
  • Updated: 20 March 2024, 07:24 AM IST

Sports

Latest News

ମେଷ: ଉଚ୍ଚ ସମ୍ଭବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ । ପରକଥାରେ ପଡି ବନ୍ଧୁଙ୍କ ସହ କଳହ ସୃଷ୍ଟି ହୋଇପାରେ।

ବୃଷ : ବ୍ୟବସାୟରେ ଲାଭ ମିଳିବ ନାହିଁ ବରଂ କାହାରି ସହିତ କଳହ ହୋଇପାରେ । ଭ୍ରମଣ, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ ।

ମିଥୁନ: ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ । ବ୍ୟବସାୟୀମାନଙ୍କର ଲୋକସମ୍ପର୍କ ବୃଦ୍ଧି ପାଇବା ସହ ଆଶାତୀତ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ ।

କର୍କଟ: ଦୁଃଖି ଲୋକଙ୍କୁ ସାହାରା ହେବେ ଓ ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇବେ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ।

ସିଂହ: କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟାର ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବା ସହ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ ଓ ବନ୍ଧୁଙ୍କର ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ଅବନତି ଦେଖାଯିବାରୁ ମନ ଭଲ ରହିବ ନାହିଁ । ରାଜନୀତିରେ ଥିବା ବ୍ୟକ୍ତି କର୍ମକ୍ଷେତ୍ରରେ ମାନସମ୍ମାନ ପାଇବେ ।

ମକର: ବ୍ୟବସାୟରେ ଲାଭ ପାଇବାରୁ ଘରପାଇଁ ନୂତନ ଦ୍ରବ୍ୟ କ୍ରୟ କରିବେ। ଦୂରସ୍ଥାନକୁ ଯାତ୍ରା କରିବା ସହିତ ନୂଆ ବନ୍ଧୁଙ୍କ ସହିତ ମିଳନ ହେବ । ମାଙ୍ଗଳିକ କାର୍ଯ୍ୟ ପାଇଁ ଖୁସି ଖବର ପ୍ରାପ୍ତି ହେବ ଓ ସୁସ୍ୱାଦୁ ଭୋଜନ କରିବେ ।

କୁମ୍ଭ: ଆର୍ଥିକ ସଙ୍କଟ ଦୂରେଇ ଯାଇଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ ।ଉପରିସ୍ଥ କର୍ମଚାରୀମାନଙ୍କର ସହଯୋଗ, ପ୍ରେରଣାରେ କର୍ମକ୍ଷେତ୍ରରେ ପରିବର୍ତ୍ତନ ଆସିବ ।

ମୀନ: ବ୍ୟବସାୟରେ ଉଚିତ୍ ଲାଭ ପାଇବା ସହ କୌଣସି ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି । ଶତ୍ରୁମାନେ ଦୂରେଇ ଯିବା ଫଳରେ ସାମାଜିକ କାମରେ ପ୍ରଶଂସା ମିଳିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ପାଇବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story