୨୦ ମେ’, ଶନିବାର: ଦୂରଯାତ୍ରା କରି ହଇରାଣ ହେବେ

ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ ।

Rashi

Representational Image

Niharika Rout
  • Published: Saturday, 20 May 2023
  • Updated: 20 May 2023, 07:40 AM IST

Sports

Latest News

ମେଷ: ନିଜ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜନ କରିବା ସହ ଧନସମ୍ପଦରେ ଅଭିବୃଦ୍ଧି ହେବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବଢ଼ିବ ।

ବୃଷ: ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବିବାଦରୁ ମୁକ୍ତି ମିଳିବ। ବନ୍ଧୁ, ମିତ୍ର ଏବଂ ସହକର୍ମୀଙ୍କ ଦ୍ଵାରା ଲାଭବାନ ହେବେ । ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିପାରେ ।

ମିଥୁନ:ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣର କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ: ଶତ୍ରୁମାନେ ପରାଜିତ ହେବେ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ।

ସିଂହ: ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଉଚିତ ପନ୍ଥା ଗ୍ରହଣ କରିବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ୱ ଦେବେ ।

କନ୍ୟା: ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି।  କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ ।

ତୁଳା: ପରିବାରରେ କୌଣସି ପ୍ରସଙ୍ଗକୁ ନେଇ ସମସ୍ୟା ଦେଖାଦେଇପାରେ। ବିଭିନ୍ନ ପ୍ରକାର ବାଧାବିଘ୍ନ ଓ ସମସ୍ୟା ଲାଗି ରହୁଥିବା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ନକାରାତ୍ମକ ଚିନ୍ତା ମନକୁ ଆକ୍ରାନ୍ତ କରିବ। 

ବିଛା: କର୍ମକ୍ଷେତ୍ରରେ ବିଭିନ୍ନ ପ୍ରକାର ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଆତ୍ମୀୟମାନେ ସମାଲୋଚନା କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହୋଇଯିବ।

ଧନୁ: କୌଣସି ବ୍ୟକ୍ତି ପରୋକ୍ଷରେ ଆକ୍ଷେପ କରିପାରନ୍ତି। ଆନୁଷ୍ଠାନିକ କ୍ଷେତ୍ରରେ ଆକସ୍ମିକ ଭାବରେ ସମ୍ମାନ ପ୍ରାପ୍ତିର ଯୋଗ ରହିଛି।  ଅସାବଧାନତା କାରଣରୁ କୌଣସି ଜିନିଷ ହଜି ଯାଇପାରେ।

ମକର: ମାନସିକ ଅସ୍ଥିରତା ସାଙ୍ଗକୁ କଡ଼ା ମିଜାଜର କଥା ପରିସ୍ଥିତିକୁ ସଙ୍ଗିନ କରିଦେଇପାରେ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ଯଥା ସମୟରେ ସମ୍ପନ୍ନ କରିପାରିବେ ନାହିଁ । ନିକଟ ଅତୀତର ବିବାଦୀୟ ଘଟଣାର ଦିଗ ବଦଳି ଯାଇପାରେ। 

କୁମ୍ଭ: ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଘଟିବା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ ।

ମୀନ: ସନ୍ତାନ ଯୋଗେ ଆନନ୍ଦିତ ହେବେ ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story