୨୦ ନଭେମ୍ବର, ସୋମବାର; ସତର୍କତା ଅବଲମ୍ବନ ନ କଲେ ସମ୍ମାନ ହାନୀ ହୋଇପାରେ

ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ବ୍ୟବସାୟରେ ଆଶାତିତ ଲାଭ ମିଳିବ।

Rashi

Representational Image

Niharika Rout
  • Published: Monday, 20 November 2023
  • Updated: 20 November 2023, 07:47 AM IST

Sports

Latest News

ମେଷ: ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ସାମାଜିକ କାମରେ ପ୍ରଶଂସା ମିଳିବା ସହ ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ।

ବୃଷ :ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ବ୍ୟବସାୟରେ ଆଶାତିତ ଲାଭ ମିଳିବ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ ।

ମିଥୁନ: ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ସତର୍କତା ଅବଲମ୍ବନ ନ କଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି।

କର୍କଟ: ଅସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତ୍ରୁ ପକ୍ଷ ଦୁର୍ବଳ ହୋଇ ପାରନ୍ତି। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ।

ସିଂହ: ନୂଆଲକ୍ଷ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ ।

କନ୍ୟା: ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସିତ ହେବେ । ସନ୍ତାନର ସୁଖବର ଶୁଣି ଖୁସି ହେବେ ଓ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ ।

ତୁଳା: ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ ଓ ଦୂରଯାତ୍ରା କରି ମନ ଖୁସି ରହିବ ।

ବିଚ୍ଛା: ଶାରିରୀକ ସୁସ୍ଥତା ଦେଖା ଦେବା ସହ ମାନସିକ ଶାନ୍ତି ମିଳିବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବା ସହ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ।

ଧନୁ: ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ।

ମକର: ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ସ୍ଵାସ୍ଥ୍ୟରେ ସୁଧାର ଆସିବା ସହିତ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ।

କୁମ୍ଭ: ବାଦବିବାଦ,ମାଲିମକଦ୍ଦମା କ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯାଇ ପାରେ ।

ମୀନ: ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଆୟ ବୃଦ୍ଧି, ଋଣମୁକ୍ତି, ଲୋକ ସମ୍ପର୍କ ବୃଦ୍ଧି ହୋଇ ସମ୍ମାନିତ ହେବେ । ବ୍ୟବସାୟୀ ମାନଙ୍କର ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ମନ ଭଲ ରହିବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story