୨୦ ଅକ୍ଟୋବର, ଗୁରୁବାର: ପଡ଼ୋଶୀ ବିପଦରେ ପକାଇ ପାରନ୍ତି

ମେଷ: ବ୍ୟବସାୟ କ୍ଷେତ୍ରରେ ସହଯୋଗୀମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ପଡ଼ୋଶୀଙ୍କ ସହ ସାବଧାନତାପୂର୍ବକ ନ ଚଳିଲେ ବିପଦରେ ପଡିପାରନ୍ତି । ବୃଷ: ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମିଥୁନ: ସକରାତ୍ମକ […]

RASI

RASI

Niharika Rout
  • Published: Thursday, 20 October 2022
  • Updated: 20 October 2022, 07:44 AM IST

Sports

Latest News

ମେଷ: ବ୍ୟବସାୟ କ୍ଷେତ୍ରରେ ସହଯୋଗୀମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ପଡ଼ୋଶୀଙ୍କ ସହ ସାବଧାନତାପୂର୍ବକ ନ ଚଳିଲେ ବିପଦରେ ପଡିପାରନ୍ତି ।

ବୃଷ: ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ଓ ଉଚ୍ଚ ଶିକ୍ଷାପାଇଁ ସୁଯୋଗ ପାଇବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରିୟଜନମାନେ ନିକଟତର ହେବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।
ମିଥୁନ: ସକରାତ୍ମକ ପରିବର୍ତ୍ତନ ଅନୁଭବ କରିବା ସହ ଅର୍ଥ ସଞ୍ଚୟ କରିବାରେ ବହୁତ ଯତ୍ନବାନ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ଶତ୍ରୁମାନେ ଦୂରେଇ ଯିବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ ।
କର୍କଟ: ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ବନ୍ଧୁ ବାନ୍ଧବଙ୍କଦ୍ୱାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ।

ସିଂହ:ଶିକ୍ଷାର୍ଥୀମାନେ ଆତ୍ମବିଶ୍ୱାସ ଓ ଦୃଢତା ଯୋଗେ ପରୀକ୍ଷାରେ ବିଜୟୀ ହେବେ। ଉଚ୍ଚପଦାଧିକାରୀଙ୍କଠାରୁ ସାହାଯ୍ୟ ସହଯୋଗ ପାଇବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବା ସହ ନୂଆ କାମ ନୂଆ ପ୍ରେରଣା ଦେବ ।

କନ୍ୟା: ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ମାନସିକ, ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ।

ତୁଳା:କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୂଚାରୁ ରୂପେ ତୁଲାଇପାରିବେ । ବ୍ୟବସାୟୀମାନେ ବ୍ୟବସାୟକୁ ବିସ୍ତାରିତ କରିବା ପାଇଁ ସକ୍ଷମ ହେବେ ।

ବିଚ୍ଛା:ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି ହେବା ସହ ଆଶାଜନକ ଲାଭ ପ୍ରାପ୍ତିହେବ। ।ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ।

ଧନୁ:ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆର୍ଥିକ ସ୍ଥିତି ସୁଦୃଢ ହେବ । ରାଜନୀତିରେ ମର୍ଯ୍ୟାଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ସହ କର୍ମକ୍ଷେତ୍ରରେ ଶୁଭ ଖବର ପାଇ ଖୁସି ହେବେ ।

ମକର:କର୍ମକ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ଶାନ୍ତି ପାଇବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଅନ୍ୟର ଉପକାର କରି ପ୍ରଶଂସିତ ହେବେ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ ।

କୁମ୍ଭ :ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆଶାତୀତ ଲାଭ ହେବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ଓ ବାହାରକୁ ଯାତ୍ରା କରିବା ପାଇଁ ଯୋଜନା କରିପାରନ୍ତି।

ମୀନ:କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ । ରାଜନୈତିକ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ।  ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story