୨୧ ଫେବୃଆରୀ, ଗୁରୁବାର: ବ୍ୟସ୍ତତା ଭିତରେ ଦିନଟି କଟିବ

ମେଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ। ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ, ସମସ୍ୟା ଟଳିଯିବ। ମିଥୁନ: ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି […]

Rasi-Fala-2-1-1-3-2-1-2-1-2-1-1-3-3-1-1-1-1-1-1-2-1-1-4-4-1-2-2-3-2-1-1-1-2-1-2-1-1-2

Tapaswini Nayak
  • Published: Thursday, 21 February 2019
  • Updated: 21 February 2019, 10:30 AM IST

Sports

Latest News

ମେଷ: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟସ୍ତତା ଭିତରେ ଦିନଟି କଟିବ।

ବୃଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଗୁଡ଼ ଖାଇ ଘରୁ ବାହାରନ୍ତୁ, ସମସ୍ୟା ଟଳିଯିବ।

ମିଥୁନ: ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ବଡ଼ ଭାଇ କିମ୍ବା ଅନ୍ୟ ଗୁରୁଜନଙ୍କ ସହଯୋଗ ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। କୌଣସି ସ୍ଥାନକୁ ଯିବାକୁ ଥିଲେ, ନିଷ୍ପତ୍ତିରେ ପରିବର୍ତ୍ତନ କରନ୍ତୁ। ଦୂର ଯାତ୍ରାର ଯୋଗ ରହିଛି।

ସିଂହ: ବ୍ୟବସାୟରେ ଆଶା ମୁତାବକ ସଫଳତା ମିଳିବ। ଧନ ପ୍ରାପ୍ତିର ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ।

କନ୍ୟା: ଅଟକି ରହିଥିବା ଅର୍ଥ ଫେରି ପାଇବାର ଯୋଗ ରହିଛି। ସନ୍ତାନ ପ୍ରାପ୍ତିର ଯୋଗ ରହିଛି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ।

ତୁଳା: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ପ୍ରେମ ବ୍ୟାପାରରେ ସଫଳତା ମିଳିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ନିଜ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଜୀବନସାଥିଙ୍କ ସହଯୋଗ ମିଳିବ।

ବିଚ୍ଛା: ଜମି କିଣି ପାରନ୍ତି। ପିଲାମାନଙ୍କ ପାଖରୁ ଖୁସି ଖବର ପାଇବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ।

ଧନୁ: ପୁରୁଣା ଇଚ୍ଛା ପୂରଣ ହୋଇପାରେ। ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ଆତ୍ମବିଶ୍ୱାସ ବଢ଼ିବ।

ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମଧ୍ୟାହ୍ନ ପରେ ଖୁସି ଖବର ଶୁଣି ପାରନ୍ତି। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କୁମ୍ଭ: ଆଇନଗତ ମାମଲାରେ ବିଜୟୀ ହେବେ। ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

ମୀନ: କୌଣସି କଥାକୁ ନେଇ ଆଜି ଚିନ୍ତିତ ରହିବେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିବେ। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story