୨୧ ଅଗଷ୍ଟ, ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ବନ୍ଧୁଙ୍କ ସହଯୋଗ ପାଇବେ

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ମିଥୁନ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କାହାରିଙ୍କୁ ହାତଉଧାରି ଦିଅନ୍ତୁ ନାହିଁ। କର୍କଟ: ବ୍ୟବସାୟରେ ଲାଭବାନ ହେବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ଯାନବାହନ ଦୁର୍ଘଟଣାର […]

rasheepic

rasheepic

Rakesh Mallick
  • Published: Tuesday, 21 August 2018
  • Updated: 21 August 2018, 02:01 AM IST

Sports

Latest News

ମେଷ: ସ୍ୱାସ୍ଥ୍ୟ ଭଲ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ଚାକିରିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ।
ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। ଧନପ୍ରାପ୍ତି ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।
ମିଥୁନ: ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ସ୍ୱାସ୍ଥ୍ୟ ଭଲ ରହିବ। କାହାରିଙ୍କୁ ହାତଉଧାରି ଦିଅନ୍ତୁ ନାହିଁ।
କର୍କଟ: ବ୍ୟବସାୟରେ ଲାଭବାନ ହେବେ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ସିଂହ: ଯାନବାହନ ଦୁର୍ଘଟଣାର ଯୋଗ ରହିଛି, ସତର୍କ ରୁହନ୍ତୁ। ଭାଇଙ୍କ ସହ ଝଗଡ଼ା ହୋଇପାରେ।
କନ୍ୟା: ପରିବାରିକ ବାଦ-ବିବାଦ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଅସୁସ୍ଥ ଅନୁଭବ କରିବେ।
ତୁଳା: ଚାକିରିରେ ପଦୋନ୍ନତି ହୋଇପାରେ। ପିଲାମାନେ ପରୀକ୍ଷାରେ ସଫଳତା ପାଇବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ବିଛା: ମାଲିମକଦ୍ଦମାରେ ବିଜୟୀ ହେବେ। ପରିବାରରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଆର୍ଥିକ ସ୍ଥିତି ଭଲ ରହିବ।
ଧନୁ: ବନ୍ଧୁଙ୍କଠାରୁ ସହଯୋଗ ପାଇବେ। ନୂତନ ଯାନବାହନ କିଣି ପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବେ।
ମକର: ବାପାମାଆଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ଜୀବନସାଥୀଙ୍କଠାରୁ ସହଯୋଗ ପାଇବେ। ଧନପ୍ରାପ୍ତି ଯୋଗ ରହିଛି।
କୁମ୍ଭ: ଉପହାର ପାଇପାରନ୍ତି। ପରିବାରରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
ମୀନ: ମାନ-ସମ୍ମାନ ମିଳିବ। କ୍ୟାରିଅର୍‌ରେ ପରିବର୍ତ୍ତନ କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story